ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ ଶନିବାର ୨୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୨ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୫ ହଜାର ୧୩୨ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୯ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୨, ବରଗଡରୁ ୪, ଭଦ୍ରକରୁ ୨, ବଲାଙ୍ଗୀରରୁ ୧, ବୌଦ୍ଧରୁ ୧, କଟକରୁ ୩୫, ଦେବଗଡରୁ ୧, ଗଞ୍ଜାମରୁ ୨, ଜଗତ୍‌ସିଂହପୁରରୁ ୯, ଯାଜପୁରରୁ ୭, ଝାରସୁଗୁଡାରୁ ୮, କେନ୍ଦ୍ରାପଡରୁ ୫, କେନ୍ଦୁଝରରୁ ୮, କୋରାପୁଟରୁ ୨, ମୟୂରଭଞ୍ଜରୁ ୬, ନବରଙ୍ଗପୁରରୁ ୧, ନୟାଗଡରୁ ୩, ପୁରୀରୁ ୧୧, ରାୟଗଡରୁ ୨ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୨୩ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୨୮ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri