ଆସନ୍ତା ୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହରେ ଜନସାଧାରଣଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କିଛିଦିନ ହେବ ବନ୍ଦ ରହିଥିଲା। ଏହାସହ ଜିଲାପାଳମାନଙ୍କ ଅଭିଯୋଗ ପ୍ରକୋଷ୍ଠ ମଧ୍ୟ ବନ୍ଦ ରହିଥିଲା। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହଜନିତ ପରିସ୍ଥିତି ଦୂର ହୋଇଯାଇଥିବାରୁ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସମେତ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲାସ୍ତରୀୟ ସମସ୍ତ ଅଭିଯୋଗ ପ୍ରକୋଷ୍ଠ ସ୍ବାଭାବିକ ଭାବରେ ହେବ। ପୂର୍ବଭଳି ପ୍ରତ୍ୟେକ ସୋମବାର ଦିନ କାର୍ଯ୍ୟ କରିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତ


All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା : ନ୍ୟାୟ ପାଇଁ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : କେନ୍ଦ୍ରାପଡା ସଦର ଥାନାଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କର ସମ୍ପର୍କୀୟ ଭାଇ ଅପହରଣ କରିନେବା ସହ ବଳାତ୍କାର କରିଥିଲେ। ଏହି ଘଟଣାରେ ପୋଲିସ...

ବାଜ୍ୟାପ୍ତି ହେବ ରାଜାଙ୍କ ବହୁ କୋଟି ଟଙ୍କାର ବେଆଇନ ସମ୍ପତ୍ତି: ଇଣ୍ଟରନ୍ୟାଶନାଲ ଲିଙ୍କ୍‌ ନେଇ ମିଳିଲା ପ୍ରମାଣ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଧୂଳିସାତ୍‌ ହେବ ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ର଼୍ୟାକେଟର କିଙ୍ଗ୍‌ପିନ୍‌ ସେକ୍‌ ରାଜାଙ୍କ କଳାସାମ୍ରାଜ୍ୟ। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ତାଙ୍କୁ ୭ ଦିନିଆ ରିମାଣ୍ଡରେ...

ଶ୍ରୀମନ୍ଦିର ଓ୍ବାଚ୍‌ ଟାଓ୍ବାରରେ ଚଢି ଫଟୋ ଉଠାଇଲେ ବିଦେଶିନୀ, ଭିଡିଓ ଭାଇରାଲ

ପୁରୀ ଅଫିସ,୨୯।୧୨: ନୂଆବର୍ଷ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି ହୋଇଥିବା କୁହାଯାଉଛି। ହେଲେ ଶ୍ରୀମନ୍ଦିର ସୁରକ୍ଷା...

ଶାଳୀ ବିବାହ ସ୍ଥିର ହୋଇଯିବାରୁ ଅଶ୍ଳୀଳ ଫଟୋ ଭାଇରାଲ ପାଇଁ ଧମକ ଦେଇ ଭିଣୋଇ ଗିରଫ

କଣ୍ଟାପଡା,୧୦।୧୨(ଡି.ଏନ୍‌.ଏ.): ଶାଳୀ ସହ ଘଟିଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଅଶ୍ଳୀଳ ଫଟୋକୁ ଭାଇରାଲ କରିଦେବାକୁ ଧମକ ଦେବା ଅଭିଯୋଗରେ ଓଲଟପୁର ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରି...

ଚକା ଫାଟିବାରୁ ଚଳନ୍ତା ଟ୍ରକରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ସରଣ୍ଡା,୧୦।୬(ଡି.ଏନ୍‌.ଏ.): ସ୍ପଞ୍ଜ ଆଇରନ୍‌ ନେଇ ଟ୍ରକ(ଡବ୍ଲ୍ୟୁବି୩୩ବି ୯୦୩୮) ସୋମବାର ପୂର୍ବାହ୍ନରେ ସମ୍ବଲପୁରରୁ ବରଗଡ଼ ଅଭିମୁଖେ ଯାଉଥିଲା। ବରଗଡ-ସମ୍ବଲପୁର ସୀମାନ୍ତ ଗୋଡ଼ଭଗା ସାରସ୍ବତ ମହାବିଦ୍ୟାଳୟ ସମ୍ମୁଖ ୫୩...

ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ୱ ନେଲେ ସୁନୀଲ ରାୟ

କଟକ ଅଫିସ୍‌,୨।୧୨:ଅଗ୍ନିଶମ ବିଭାଗର ଡିଜି ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଆପିଏସ୍‌ ସୁନୀଲ ରାୟ। କଟକ ଅଗ୍ନିଶମ ବିଭାଗ ମୁଖ୍ୟାଳୟକୁ ଆସି ସେ କାର୍ଯ୍ୟଭାର ସମ୍ଭାଳିଛନ୍ତି।...

ଓଡ଼ିଶା ଓ୍ବେଡିଂ ଏକ୍ସପୋ ଶୁଭାରମ୍ଭ: ଗୋଟିଏ ଛାତ ତଳେ ବିବାହର ଆବଶ୍ୟକୀୟ ସାମଗ୍ରୀ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଓଡ଼ିଶା ଓ୍ବେଡିଂ ଏକ୍ସପୋର ୫ମ ସଂସ୍କରଣ ସ୍ଥାନୀୟ ମେ ଫେୟାର କନଭେନଶନଠାରେ ଶନିବାର ଶୁଭାରମ୍ଭ ହୋଇଛି। ଡ୍ରିମ୍‌ଜ କ୍ରିଏଶନର ଏମ୍‌ଡ଼ି ରବିନ୍ଦ୍ର ନାଥ ରଥ...

ସରିଲା ଚୌଦ୍ୱାର ରୂପଯାତ୍ରା, ଭସାଣି

ଚୌଦ୍ୱାର,୧୭।୧୦(ଡି.ଏନ୍‌.ଏ.): ଚୌଦ୍ୱାର ରୂପଯାତ୍ରା ଓ ଭସାଣି ଉତ୍ସବ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମେଲଣ ପଡ଼ିଆରେ ମଙ୍ଗଳବାର ରାତିରେ ମେଲଣ କରିଥିବା ୪୦ଟି ମେଢ଼...

Leave a comment

Your email address will not be published. Required fields are marked *