ସପୁରୀ ରସରେ ରହିଛି ଏପରି ଉପକାରୀ ଗୁଣ

ଋତୁ ଅନୁଯାୟୀ ମିଳୁଥିବା ଫଳ ଖାଇଲେ ଅନେକ ଶାରୀରିକ ସମସ୍ୟାକୁ ଦୂରେଇ ଦେଇହୁଏ। ବିଶେଷ କରି ଖରାଦିନେ ଓ ବର୍ଷାଦିନେ ଟିକେ ଅଧିକ ପରିମାଣରେ ସପୁରୀ ମିଳିଥାଏ। ଏହି ସପୁରୀ ରସ ଆଖି ପାଇଁ ବେଶ୍‌ ଲାଭଦାୟକ ବୋଲି ବିଶେଷଜ୍ଞମାନେ ମତ ଦିଅନ୍ତି।
-ସପୁରୀ ରସରରେ ଥିବା ବ୍ରୋମେଲେନ ବିଭିନ୍ନ ପ୍ରକାର ପେଟ ସମସ୍ୟାରୁ ମୁକ୍ତି ଦେଇଥାଏ।
-ଏଥିରେ ଥିବା ଏନଜାଇମ୍‌ ପ୍ରୋଟିନକୁ ହଜମ କରିବାରେ ସହାୟକ ହୋଇଥାଏ। -ସପୁରୀ ରସରେ ଥିବା ଭିଟାମିନ୍‌ ସି ଓ ପୋଟାସିୟମ ଚର୍ମକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।
-ସୁପରୀ ରସ ପିଇଲେ ମୃତ କୋଷିକା ଗୁଡିକ ସହଜରେ ବାହାରି ଯାଆନ୍ତି। ଫଳରେ ଚର୍ମ ଉଜ୍ୱଳ ହୋଇଥାଏ।
-ଏହି ରସକୁ ପିଇବା ଫଳରେ ଦାନ୍ତ ବା ମୁଖରେ ଥିବା ବ୍ୟାକ୍ଟେରିଆ ନଷ୍ଟ ହୋଇ ଯାଇଥାଆନ୍ତି।


All Right Reserved By Dharitri.Com

ଡେନିମ୍‌ ଜ୍ୟାକେଟ୍‌

ପ୍ଲେନ୍‌ ଜମ୍ପସୁଟ୍‌ ପ୍ଲେନ୍‌ ଜମ୍ପସୁଟ୍‌ ଉପରେ ଡେନିମ୍‌ ଜ୍ୟାକେଟ୍‌ ଭଲ ମାନିଥାଏ। ଏହାକୁ କୌଣସି ବି ସମର ଆଉଟିଂରେ ପିନ୍ଧିପାରିବେ। ଓଭର ସାଇଜ ଡେନିମ୍‌ ଜ୍ୟାକେଟ୍‌...

ଟ୍ରେଣ୍ଡରେ ‘ଟି ଲେଙ୍ଗ୍‌ଥ ଡ୍ରେସ୍‌’

ଯେଉଁ ଡ୍ରେସ୍‌ର ଲମ୍ବା ଆଣ୍ଠୁ ତଳକୁ, ହେଲେ ଗୋଇଠି ଉପରକୁ ରହିଥାଏ, ତାକୁ ଟି ଲେଙ୍ଗ୍‌ଥ ଡ୍ରେସ୍‌ କୁହାଯାଏ। ଏହି ଡ୍ରେସ୍‌କୁ ପିନ୍ଧିଲେ କମ୍ଫଟେବଲ ଲାଗିବା...

ଖରାଦିନେ ଦହି ଖାଇଲେ କ’ଣ ହୁଏ

ପ୍ରାୟ ସବୁ ଲୋକଙ୍କୁ ଦୁଗ୍ଧରେ ତିଆରି ଜିନିଷ ପସନ୍ଦ ହୋଇଥିବା ବେଳେ କେହି କେହି ଏହାକୁ ପସନ୍ଦ ମଧ୍ୟ କରି ନ ଥାନ୍ତି। ତେବେ ଖରାଦିନେ...

ସ୍ବା ସ୍ଥ୍ୟ ସୂ ଚ ନା

ଉଷୁମ ପାଣିରେ ଏକ ଚାମଚ ମହୁ ଏବଂ ଫାଳେ ଲେମ୍ବୁ ଚିପୁଡି ପିଅନ୍ତୁ। ଏହା ଓଜନ କମାଇବାରେ ଅନେକାଂଶରେ ସହାୟକ ହୋଇଥାଏ। ସକାଳେ ବିଛଣାରୁ ଉଠିବା...

ଲାଲ ଲଙ୍କାରୁ ତିଆରି ଔଷଧ ମେଦ ହ୍ରାସ କରିବ

ମୋଟାପଣ ଏକ ଶାରୀରିକ ସମସ୍ୟା, ଯାହାକୁ ନିୟନ୍ତ୍ରଣରେ ରଖି ନ ପାରିଲେ ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇଥାଏ। ମୋଟାପଣ ନିଜ ସହ ମଧୁମେହ, ଆଣ୍ଠୁ...

ସନ୍ତୁଳିତ ଓଜନ ପାଇଁ..

ଆଜିକାଲି ଓଜନ ବଢ଼ିବା ଏକ ସାଧାରଣ ସମସ୍ୟା। ଏହାକୁ ନିୟନ୍ତ୍ରଣରେ ନ ରଖିଲେ ତାହା ପରୋକ୍ଷରେ କେତେକ ରୋଗର କାରଣ ସାଜିଥାଏ। ତେଣୁ ଏଥିପାଇଁ ମେଦବହୁଳ...

ଆଣ୍ଠୁଗଣ୍ଠି ଯନ୍ତ୍ରଣା ହେଉଥିଲେ …

ଭାରତରେ ହଳଦୀର ବ୍ୟବହାର ମସଲା, ସୌନ୍ଦର୍ଯ୍ୟ ପ୍ରସାଧନ ତଥା ବିଭିନ୍ନ ରୋଗର ନିଦାନ ପାଇଁ କରାଯାଏ। କିନ୍ତୁ ଜାଣନ୍ତି ହଳଦୀ ମାରାମତ୍କ କ୍ୟାନସର୍‌ ରୋଗକୁ ମଧ୍ୟ...

ଚିଜ୍‌ ଲଲିପପ୍‌

ସ୍ନାକ୍ସରେ ଲଲିପପ୍‌ ସଭିଙ୍କ ପସନ୍ଦ। ଚିଜ୍‌ ଲଲିପପ୍‌ରେ ହଟ୍‌ ଗାର୍ଲିକ୍‌ ସସ୍‌ ମିଶାଇ ଖାଇବା ସ୍ବାଦ ବି ନିଆରା। ଉପରେ କ୍ରିସ୍ପି ଓ ଭିତରେ ମିଠା,ଏହି...

Leave a comment

Your email address will not be published. Required fields are marked *