ବାରିପଦା ଅଫିସ,୨୦।୧୦: ମୟୂରଭଞ୍ଜ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଥିବା ସଂରକ୍ଷଣ ତାଲିକାକୁ ନେଇ ମୋଟ ୨୯୯ଟି ଅଭିଯୋଗ ହୋଇଛି । ୫୬ ଜିଲାପରିଷଦ ଆସନ, ୪୦୪ ସରପଞ୍ଚ ଓ ସମିତି ସଭ୍ୟ ଏବଂ ୫୩୮୩ ୱାର୍ଡସଭ୍ୟ ପଦ ସଂରକ୍ଷଣକୁ ନେଇ ଏହି ଆପତ୍ତି ଅଭିଯୋଗ କରାଯାଇଛି। ସେଥି ମଧ୍ୟରୁ ସରପଞ୍ଚ ପଦକୁ ନେଇ ୨୪ଟି, ୱାର୍ଡସଭ୍ୟ ପଦପାଇଁ ୧୭୪ଟି, ସମିତିସଭ୍ୟ ପଦକୁ ନେଇ ୮୩ଟି ଏବଂ ବଡ଼ସାହି, କପ୍ତିପଦା, ଉଦଳା, ବେତନଟୀ ଓ ରାସଗୋବିନ୍ଦପୁର ବ୍ଲକରୁ ଜିଲାପରିଷଦ ଜୋନ ସଂରକ୍ଷଣକୁ ନେଇ ୧୮ଟି ଅଭିଯୋଗ ହୋଇଥିବା ଜିଲା ପଞ୍ଚାୟତ ଅଧିକାରୀ ଭଗବାନ ଗୌଡ଼ ପ୍ରକାଶ କରିଛନ୍ତି। ତେବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଅଧ୍ୟକ୍ଷ ପଦବୀକୁ ନେଇ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ ଜିଲାର ସମସ୍ତ ସରପଞ୍ଚ ପଦ ଅନୁସୂଚିତ ଜନଜାତି ବର୍ଗଙ୍କ ନିମନ୍ତେ ଉଦ୍ଦିଷ୍ଟ ରହିଛି। ମହିଳାମାନଙ୍କୁ ସମାନ ୫୦ ପ୍ରତିଶତ ସଂରକ୍ଷଣ ପ୍ରଦାନ କରାଯାଇଛି। ସେହିପରି ଜିଲା ପରିଷଦ ଆସନରେ ପଛୁଆବର୍ଗଙ୍କୁ ମଧ୍ୟ ଆସନ ପ୍ରଦାନ କରାଯାଇଛି । ଜିଲାରେ ପଞ୍ଚାୟତ ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବାକୁ ପୁଲିଂ ବୁଥ ତାଲିକା ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି ।
Posted inHome Left, ଆମ ଜିଲା ଖବର, ମୟୂରଭଞ୍ଜ, ରାଜ୍ୟ View All
ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି
ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…
ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…
ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର
ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…
ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି
ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…
ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…
ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…
‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା
ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…
ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…
ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…
୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…
ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

