Posted inଜାତୀୟ

ବିଚ୍ଛିନ୍ନତାବାଦୀଙ୍କ ସହିତ ହେବନି କୌଣସି ବୁଝାମଣା: ଶାହ

ନୂଆଦିଲ୍ଲୀ,୨୫।୬: ଜମ୍ମୁ-କଶ୍ମୀର ବିଚ୍ଛିନ୍ନତାବାଦୀ ନେତାଙ୍କ ସହିତ କୌଣସି ବୁଝାମଣା ହେବନି। ଯାହା ପୂର୍ବରୁ ହୋଇ ଆସୁଥିଲା ଏବେ ଆଉ ସେପରି କରାଯିବ ନାହିଁ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ସମ୍ବିଧାନ ତଥା ଆଇନ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶାହ କହିଛନ୍ତି। ଶାହଙ୍କ ମନ୍ତବ୍ୟ ନେଇ ବିଚ୍ଛିନ୍ନତାବାଦୀ ନେତାଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେତେକ ବିଚ୍ଛିନ୍ନତାବାଦୀ ନେତା ଏବେ ଟେରର୍‌ ଫଣ୍ଡିଂ ମାମଲାରେ ଜେଲ୍‌ରେ ଅଛନ୍ତି। ଏହି ମାମଲାରେ ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲ୍ଲିକ୍‌ କହିଛନ୍ତି ଯେ, ଏବେ ସମସ୍ତ ନିଷ୍ପତ୍ତି ଦିଲ୍ଲୀରୁ ହିଁ କରାଯିବ।


All Right Reserved By Dharitri.Com

ଭାରତୀୟ ସେନାର ଦୃଢ଼ କାର୍ଯ୍ୟାନୁଷ୍ଠାନ: ପିଓକେରେ ଆତଙ୍କବାଦୀ ଲଞ୍ଚପ୍ୟାଡ୍‌ ଧ୍ୱଂସ

ନୂଆଦିଲ୍ଲୀ, ୧୦ା୯: ଭାରତୀୟ ସେନା କାର୍ଯ୍ୟାନୁଷ୍ଠାନରେ ପିଓକେରେ ଥିବା ପାକ୍‌ ସେନାର ଏକ ଶିବିର ଓ ଆତଙ୍କବାଦୀଙ୍କ ଲଞ୍ଚ୍‌ପ୍ୟାଡ୍‌ ଧ୍ୱଂସ ହୋଇଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ...

ଭାରତ ରତ୍ନ ପାଇବେ ପ୍ରଣବ

ନୂଆଦିଲ୍ଲୀ,୮।୮: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭାରତର ଶ୍ରେଷ୍ଠ ବେସାମରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବେ। ପାଞ୍ଚ...

ତିନି ସେନାମୁଖ୍ୟଙ୍କ ସହ ନ୍ୟାଶନାଲ ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୫।୮: ଭାରତର ୭୩ତମ ସ୍ବାଧୀନତା ଦିବସ ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ୩ ସେନାମୁଖ୍ୟ...

ଅଫିସରୁ ଘରକୁ ଫେରୁଥିବା ବେଳେ ଯୁବତୀଙ୍କୁ ଆକ୍ରମଣ କଲେ ଦୃର୍ବୁତ୍ତ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ଏଠାରୁ ପ୍ରତିଦିନ ଅପରାଧ ଜଡ଼ିତ ଖବର ସାମ୍‌ନାକୁ ଆସୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଦିଲ୍ଲୀର ପାଣ୍ଡବ...

ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ, ଆସିଲା ନୂଆ ନିୟମ

ନୂଆଦିଲ୍ଲୀ, ୨୬।୮: ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ ହୋଇଯାନ୍ତୁ। ଏଣିକି ଧରାପଡିଲେ ମୋଟା ଅଙ୍କରେ ଜରିମାନା ଦେବା ପଡିବ। ଏନେଇ ରେଳ ବିଭାଗ...

ରହିଲାନି ମହଲତ ମୂଲ୍ୟ

ବେଙ୍ଗାଲୁରୁ,୨୦ା୭(ପି.ଟି.): କର୍ନାଟକ ବିଧାନସଭାରେ ଆସ୍ଥାଭୋଟ ପାଇଁ ଦୁଇଦିନ ଧରି ଚାଲିଥିବା କସରତ ଶେଷରେ ଅମୀମାଂସିତ ହୋଇ ରହିଯାଇଛି। ବାଚସ୍ପତି କେ.ଆର୍‌. ରମେଶ କୁମାର ସୋମବାର ଯାଏ...

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ…

ବ୍ୟାୟାମ ସ୍ବାସ୍ଥ୍ୟ ପକ୍ଷେ ହିତକର। ଛୋଟ ପିଲା ପ୍ରତିଦିନ ବ୍ୟାୟାମ କଲେ ସେମାଦଙ୍କର ସ୍ମରଣ ଶକ୍ତି ବୃଦ୍ଧି ପାଇଥାଏ। ବ୍ୟାୟାମ ସିଧାସଳଖ ପ୍ରଭାବ ମସ୍ତିଷ୍କର ହାଇପୋଥାଲାମସ୍‌...

ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନାକଲେ ହାଇକୋର୍ଟ

କୋଲକାତା,୧୫ା୬(ପି.ଟି.): ପଶ୍ଚିମବଙ୍ଗର ଏକ ହସ୍ପିଟାଲରେ କନିଷ୍ଠ ଡାକ୍ତରମାନେ ଚଳାଇଥିବା ଆନ୍ଦୋଳନ ଉପରେ କୌଣସି ଅନ୍ତରୀଣ ନିର୍ଦ୍ଦେଶ ଦେବା ଲାଗି କାଲକାଟା ହାଇକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି।...

Leave a comment

Your email address will not be published. Required fields are marked *