ରାଜ୍ୟରେ ବେଲଗାମ କରୋନା: ୩୦ ଜିଲାରୁ ଆଜି ଚିହ୍ନଟ ହେଲେ ଆଉ ୨,୯୯୩ ଆକ୍ରାନ୍ତ; ଜାଣନ୍ତୁ..

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶାରେ ବେଲଗାମ ହୋଇପଡ଼ିଛି କରୋନା। ରବିବାର ରାଜ୍ୟରେ ୨,୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧,୮୭୯ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧,୧୧୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮,୫୩୦କୁ ବୃଦ୍ଧି ପାଇଛି।

୩୦ ଜିଲାରୁ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖେର୍ଦ୍ଧାର ସର୍ବାଧିକ ୬୦୬ ଥିବା ବେଳେ ଅନୁଗୋଳର ୨୧, ବାଲେଶ୍ୱରର ୧୧୫, ବରଗଡ଼ର ୯୮, ଭଦ୍ରକ ୯୨, ବଲାଙ୍ଗୀରରୁ ୬୨, ବୌଦ୍ଧର ୯, କଟକର ୧୫୮, ଦେବଗଡ଼ରୁ ୯, ଢ଼େଙ୍କାନାଳର ୬୦, ଗଜପତର ୪୩, ଗଞ୍ଜାମର ୨୭୧, ଜଗତସିଂହପୁରର ୪୬, ଯାଜପୁରର ୧୨୧, ଝାରସୁଗୁଡ଼ାର ୪୩, କଳାହାଣ୍ଡିର ୪୩, କଳାହାଣ୍ଡିର ୩୬, କନ୍ଧମାଳର ୫୮, କେନ୍ଦ୍ରାପଡ଼ାର ୪୩, କେନ୍ଦୁଝରର ୬୩, କୋରାପୁଟର ୯୫, ମାଲକାନଗିରିର ୮୫, ମୟୂରଭଞ୍ଜର ୧୨୦, ନବରଙ୍ଗପୁରର ୬୮, ନୟାଗଡ଼ର ୧୫୩, ନୂଆପଡ଼ାର ୧୧, ପୁରୀର ୧୫୬, ରାୟଗଡ଼ାର ୧୩୭, ସମ୍ବଲପୁରର ୧୦୪, ସୋନପୁରର ୪୦, ସୁନ୍ଦରଗଡ଼ର ୭୦ଜଣ ଆକ୍ରାନ୍ତ ଅଛନ୍ତି। ତେବେ ବର୍ତ୍ତମାନ ରାଜ୍ୟରେ ୫୨,୨୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୫,୭୯୨ ଆକ୍ଟିଭ କେସ୍‌ ରହିଥିବା ପୂର୍ବାହ୍ନରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri