Posted inଜାତୀୟ

କୃଷ୍ଣସ୍ବାମୀ ନଟରାଜନ୍‌ ଭାରତୀୟ ତଟରକ୍ଷୀ ବାହିନୀ ଡିଜି ନିଯୁକ୍ତ

ନୂଆଦିଲ୍ଲୀ, ୨୫।୬: ଭାରତୀୟ ତଟରକ୍ଷୀ ବାହିନୀ ଡିଜି ଭାବେ କୃଷ୍ଣସ୍ବାମୀ ନଟରାଜନ୍‌ଙ୍କୁ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନ ଡିଜି ଭାବେ କାର୍ଯ୍ୟ କରୁଥିବା ରାଜେନ୍ଦ୍ର ସିଂଙ୍କ ସ୍ଥାନରେ କାର୍ଯ୍ୟ କରିବେ। ଏହି ପଦବୀରେ ସାଢ଼େ ୩ ବର୍ଷ କାର୍ଯ୍ୟ କରିବା ପରେ ରାଜେନ୍ଦ୍ର ଅବସର ନେଉଛନ୍ତି। କୃଷ୍ଣସ୍ବାମୀ ୧୯୮୪ ଜାନୁୟାରୀ ୧୮ରେ ଭାରତୀୟ ତଟରକ୍ଷୀ ବାହିନୀରେ ଯୋଗଦେଇଥିଲେ। ଜୁନ୍‌ ୩୦ରେ କୃଷ୍ଣସ୍ବାମୀ ଡିଜି ଭାବେ ଦାୟିତ୍ୱ ଗ୍ରହଣ କରିବା କାର୍ଯ୍ୟକ୍ରମ ରହିଛି।


All Right Reserved By Dharitri.Com

ପଶ୍ଚିମବଙ୍ଗ ହିଂସା: ସୁରକ୍ଷା ନେଇ ଏନ୍‌ଏସ୍‌ଏ, ଆଇବି ଏବଂ ର ମୁଖ୍ୟଙ୍କ ସହିତ ଶାହ କଲେ ଆଲୋଚନା

ନୂଆଦିଲ୍ଲୀ, ୧୦।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଉଗ୍ର ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଏନ୍‌ଏସ୍‌ଏ ଅଜିତ୍‌ ଡୋଭାଲ, ଆଇବି...

କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କ ଘରେ ଆୟକର ବିଭାଗର ଚଢ଼ାଉ: ୪.୫୨କୋଟି ଟଙ୍କା ଜବତ

ବେଙ୍ଗାଲୁର,୧୧।୧୦: କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି ପରମେଶ୍ୱରଙ୍କ ୩୦ଟି ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଦ୍ୱିତୀୟ ଦିନରେ ବି ଚଢ଼ାଉ ଜାରି ରଖିଛି। ଗୁରୁବାର ସକାଳୁ...

ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲା: ଟ୍ରକ୍‌ ଡାଇଭର ଓ ହେଲ୍‌ପରଙ୍କୁ ୩ ଦିନ ରିମାଣ୍ଡରେ ନିଆଗଲା

ଲକ୍ଷ୍ନୌ,୩।୮: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲାରେ ସମ୍ପୃକ୍ତ ଥିବା ସନ୍ଦେହରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଡ୍ରାଇଭର ଓ ହେଲପର୍‌ଙ୍କୁ ସ୍ପେଶାଲ ସେଣ୍ଟ୍ରାଲ ବ୍ୟୁରୋ ଅଫ୍‌...

୧୨୫ ବର୍ଷ ଧରି ଏହି ଗାଁରେ ଅନୁଷ୍ଠିତ ହୋଇଆସୁଛି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ

ଭୋପାଳ,୭।୭: ମଧ୍ୟପ୍ରଦେଶ ଦମୋହ ଜିଲାରେ ଗତ ୧୨୫ ବର୍ଷ ଧରି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଅନୁଷ୍ଠିତ ହୋଇଆସୁଛି। ସ୍ଥାନୀୟ ବକାୟନ ଗାଁରେ ଏହି ଉତ୍ସବ ପ୍ରତିବର୍ଷ...

ସିଂହ ଖାଉଛି ଘାସ

ନୂଆଦିଲ୍ଲୀ: ସିଂହ ଘାସ ଖାଇବା କେବେ ଦେଖିଛନ୍ତି କି? ଗୁଜରାଟର ଅମ୍‌ରେଲି ଜିଲାର ଖାମ୍ବା ଜଙ୍ଗଲରେ ଗୋଟିଏ ସିଂହ ଘାସ ଖାଉଥିବାର ଭିଡିଓ ଭାଇରାଲ ହୋଇଛି।...

କେବଳ ମଣିଷ ନୁହେଁ ବନ୍ୟଜୀବଙ୍କ ଉପରେ ପଡୁଛି ଗ୍ରୀଷ୍ମର ପ୍ରଭାବ: ମଧ୍ୟ ପ୍ରଦେଶ ଜଙ୍ଗଲରେ ୧୫ ମାଙ୍କଡ ମୃତ

ଦଓ୍ବୋସ,୮।୬: ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମାସ୍ୟା ୧୮ ମାଙ୍କଡଙ୍କ ଜୀବନ ନେଇଛି। ମଧ୍ୟପ୍ରଦେଶ ଦଓ୍ବୋସର ବଗଲି ବନଖଣ୍ଡରେ ଥିବା ଯୋଶୀ ବାବା...

ଫଡ୍‌ନବିସଙ୍କ ଘରେ ପହଞ୍ଚିଲେ ଅଜିତ୍‌

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ରାଜନୀତିକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ରାୟ ଦେବା ପରେ ଏବେ ସେଠାରେ ସମସ୍ତେ ଚଳଚଞ୍ଚଳ। ସଂଖ୍ୟା ଗରିଷ୍ଠତା ପ୍ରମାଣ ଦେବାକୁ କୋର୍ଟ...

ପଶ୍ଚିମବଙ୍ଗରେ ଭାଜପାର ମିଶନ-୨୫୦

କୋଲକତା,୯।୬: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ହୋଇଛି। ଦଳ ପଶ୍ଚିମବଙ୍ଗର ୪୨ ଲୋକ ସଭା ଆସନ ମଧ୍ୟରୁ ୧୮ରେ ବିଜୟୀ ହୋଇଥିବାବେଳେ ତୃଣମୂଳ...

Leave a comment

Your email address will not be published. Required fields are marked *