ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଛି ସଟ୍ଟା ଖେଳ: ୩୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ରାଉରକେଲା ଅଫିସ,୨୫।୬: ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଥିବା ସଟ୍ଟା ଖେଳ ଓ ଏଥିରେ ଲାଗୁଥିବା ଲକ୍ଷାଧିକ ବାଜିର ପର୍ଦ୍ଦାଫାଶ ହୋଇଛି। ସୋମବାର ବିଳମ୍ବିତ ରାତିରେ ରାଉରକେଲା ମୁଖ୍ୟ ବଜାର ଜନତା ନିବାସ ଗଳିରେ ପ୍ଲାଣ୍ଟସାଇଟ ପୋଲିସ ପକ୍ଷରୁ ଚଢ଼ାଉ ସମୟରେ ସେଠାରେ ଏ ଭଳି ଖେଳ ଚାଲିଥିବା ସାମ୍ନାକୁ ଆସିଥିଲା। ଏହି ଚଢ଼ାଉରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ଠାରୁ ୩୧ ଲକ୍ଷ ଟଙ୍କା, ୧୭ ମୋବାଇଲ, ୩ କାଲ୍‌କୁଲେଟର ଜବତ ହୋଇଛି।


All Right Reserved By Dharitri.Com

ଅନୁଗୋଳ ପୌର କାର୍ଯ୍ୟାଳୟରେ ଜିଲାପାଳ: ସଫେଇ ସାର୍ଟିଫିକେଟ ଆଣିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୩୦।୫: ଅନୁଗୋଳ ପୌରାଞ୍ଚଳରେ ପରିମଳ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପ୍ରଶାସକ ତଥା ଜିଲାପାଳ ମନୋଜ କୁମାର ମହାନ୍ତି। ବୁଧବାର ଜିଲାପାଳ...

୪ ଜିଲାରେ ନିର୍ମାଣ ହେବ ସ୍ପୋଟର୍‌ସ କମ୍ପ୍ଲେକ୍ସ:  ଅଲିମ୍ପିକ୍‌, ହକି ଯୋଗ୍ୟତାପର୍ଯ୍ୟାୟ ଖେଳ ପାଇଁ ୩୧ ଲକ୍ଷ ଟଙ୍କାର ଟିକେଟ ବିକ୍ରି ହୋଇଛି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟର ୪ଟି ଜିଲାରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍‌ସ କମ୍ପ୍ଲେକ୍ସ ନିର୍ମାଣ ହେବ। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା ଏବଂ...

୨ଜଣଙ୍କୁ ହାଣିଦେଲେ

ସମ୍ବଲପୁର/ପଡ଼ିଆବାହାଲ, ୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତ୍ରି ପ୍ରାୟ ୯ଟାରେ ଦୁଇଜଣ ବ୍ୟକ୍ତିଙ୍କୁ ବିଭତ୍ସ ଭାବରେ ଟାଙ୍ଗିଆରେ...

ବଢ଼ିଚାଲିଛି ସାପ କାମୁଡ଼ାଜନିତ ମୃତ୍ୟୁସଂଖ୍ୟା: ଗୋଟିଏ ଦିନରେ ଗଲା ୭ ଜୀବନ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ସାପ କାମୁଡ଼ାଜନିତ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତିଦିନ ରାଜ୍ୟର କେଉଁଠି ନା କେଉଁଠି ଲୋକେ ସର୍ପାଘାତର ଶିକାର ହେଉଛନ୍ତି। ବିଷଧର ସାପ...

ପ୍ରାକୃତିକ ବିପତ୍ତି: ୪ ବର୍ଷରେ ଗଲାଣି ୬୨୨୮ ଜୀବନ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ବିଭିନ୍ନ ସମୟରେ ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୪ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼,...

ହୋଟେଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ଥିବା ଏକ ହୋଟେଲ ରୁମ୍‌ରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବତୀ ଜଣକ ହେଲେ...

ଉଚ୍ଚଶିକ୍ଷା ବିଭାଗର କଡ଼ା ନିଷ୍ପତ୍ତି:କର୍ମଚାରୀଙ୍କୁ ଜଗିବ ବାୟୋମେଟ୍ରିକ ମେଶିିନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):କାର୍ଯ୍ୟରେ ଠକୁଥିବା କର୍ମଚାରୀଙ୍କ ପାଇଁ ଉଚ୍ଚଶିକ୍ଷା ବିଭାଗ କଡ଼ା ନିଷ୍ପତ୍ତି ନେଇଛି। କର୍ମଚାରୀମାନେ ଆଉ ଅଳ୍ପ ସମୟ କାମ କରି ପଳାଇ ଯାଇପାରିବେ ନାହିଁ।...

ଭୁବନେଶ୍ୱରରୁ ଏୟାର ଏସିଆ ଉଡ଼ାଇବ ଆଉ ୪ ବିମାନ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଭୁବନେଶ୍ୱରରୁ ଆଉ ୪ ବିମାନ ଉଡ଼ାଇବ ଏୟାର ଏସିଆ। ଖୁବ୍‌ଶୀଘ୍ର ତିନୋଟି ରୁଟ୍‌ରେ ଏହି ବିମାନଗୁଡିକ ଚଳାଚଳ କରିବ ବୋଲି ପର୍ଯ୍ୟଟନ ସଚିବ...

Leave a comment

Your email address will not be published. Required fields are marked *