Posted inଜାତୀୟ

ସରକାରୀ ହସ୍ପିଟାଲରୁ ଉଦ୍ଧାର ହେଲା ୩ଫୁଟର ଝିଟିପିଟି

ଫତେହବାଦ,୨୫।୬: ହରିୟାଣାର ଫତେହବାଦର ତୋହାନା ନିକଟସ୍ଥ ସରକାରୀ ହସ୍ପିଟାଲର ଏମାରଜେନ୍ସୀ ଓ୍ବାର୍ଡରୁ ଏକ ବିଶାଳକାୟ ଝିଟିପିଟିକୁ ଉଦ୍ଧାର କରାଯାଇଛି। ଏହି ଝିଟିପିଟିର ଲମ୍ବ ପ୍ରାୟ ୩ଫୁଟ ରହିଥିବା ଜଣାପଡ଼ିଛି। ହସ୍ପିଟାଲର କିଛି କର୍ମଚାରୀ ଏହି ଝିଟିପିଟିକୁ ଉଦ୍ଧାର କରି ସ୍ଥାନୀୟ ଜଙ୍ଗଲରେ ଛାଡି ଦେଇଛନ୍ତି। ତେବେ ଏହି ବିରଳ ପ୍ରଜାତିର ଝିଟିପିଟିକୁ ଦେଖିବା ସହ ଫଟୋ ଉଠାଇବା ପାଇଁ ହସ୍ପିଟାଲରେ ଲୋକଙ୍କ ଭିଡ ଜମିଯାଇଥିଲା। ତେବେ ଝିଟିପିଟିର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


All Right Reserved By Dharitri.Com

ତୃତୀୟ ଦିନରେ ଡାକ୍ତରଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ୨।୮: ଦିଲ୍ଲୀରେ ନ୍ୟାଶନାଲ ମେଡିକାଲ କମିଶନ ବିଲ୍‌(ଏନ୍‌ଏମ୍‌ସି) ବିରୋଧରେ ଡାକ୍ତରଙ୍କ ବିରୋଧ ଜାରି ରହିଛି। ଦିଲ୍ଲୀ ଏମ୍ସ ଡାକ୍ତରଙ୍କ ଆନ୍ଦୋଳନ ଶୁକ୍ରବାରକୁ ତୃତୀୟ ଦିନରେ ପହଞ୍ଚିଛି।...

ମୋଦି ପୁଣିଥରେ ଚୌକିଦାର

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏନଡିଏ ମେଣ୍ଟକୁ ମିଳିଥିବା ବହୁମତ ଆଧାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଭାଜପାର ଚାଷୀ ସମାବେଶରେ ଭୁଶୁଡ଼ିଲା ମଞ୍ଚ

ଇନ୍ଦୋର,୧୧।୬: ମଧ୍ୟପ୍ରଦେଶରେ ଋଣଛାଡ଼ ପାଇଁ ଭାଜପା ପକ୍ଷରୁ ଆୟୋଜନ କରାଯାଇଥିବା ଚାଷୀ ସମାବେଶରେ ଘଟିଛି ଅଭାବନୀୟ ଘଟଣା। ଚାଷୀ ସମାବେଶ ଲାଗି ବିଭିନ୍ନ ସ୍ଥାନରେ ମଞ୍ଚ...

ଭାଜପାକୁ ଭୁଲରେ ଭୋଟ ଦେଇ ନିଜ ଅଙ୍ଗୁଳି କାଟିଲେ

ବୁଲନ୍ଦସହର,୨୦ା୪ : ଉତ୍ତରପ୍ରଦେଶର ବୁଲନ୍ଦସହରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପବନ କୁମାର(୨୫) ନାମକ ଜଣେ ଦଳିତ ମତଦାତା ବିଏସ୍‌ପି ପ୍ରାର୍ଥୀ ଯୋଗେଶ ବର୍ମାଙ୍କୁ...

ବିହାରରେ ଘାତକ ସାଜିଛି ମସ୍ତିସ୍କ ଜ୍ୱର: ଗଲାଣି ୮୪ ଶିଶୁଙ୍କ ଜୀବନ

ପାଟନା,୧୬ା୬: ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗରେ ଏପର୍ଯ୍ୟନ୍ତ ୮୪ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି।...

ମତ ବଦଳାଇଲେ ଶାହ: ହିନ୍ଦୀକୁ ଦ୍ୱିତୀୟ ଭାଷା କରିବା ଲାଗି ପ୍ରସ୍ତାବ ଦେଇଥିଲି

ନୂଆଦିଲ୍ଲୀ,୧୯ା୯: ହିନ୍ଦୀ ଦିବସରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହଙ୍କ ‘ଏକ ଦେଶ ଏକ ଭାଷା’ ନୀତି ପ୍ରଚଳନ ପ୍ରସ୍ତାବକୁ ନେଇ ବିବାଦ ଜୋର ଧରିଥିବାବେଳେ ବୁଧବାର...

ଏଣିକି ରାଜଧାନୀରେ ପାର୍କିଂ ହେବ ମହଙ୍ଗା: ୧୦ ଘଣ୍ଟା ପାଇଁ ଦେବାକୁ ପଡ଼ିବ ୧୦ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୧୦: ଦିନକୁ ଦିନ ବିଶ୍ୱରେ ଗ୍ଲୋବାଲ ଓ୍ବାର୍ମିଂ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପୃଥିବୀରେ ପରିବେଶ ପ୍ରଦୂଷଣ ମାତ୍ରା ମଧ୍ୟ ବୃଦ୍ଧି ପାଉଛି। ପରିବେଶ ପ୍ରଦୂଷଣ...

ବିଭିନ୍ନ ରୋଗରୁ ବି ଦୂରେଇ ରଖେ କାନଫୁଲ…

କାନଫୁଲ ସୌନ୍ଦର୍ଯ୍ୟ ବଢାଇବା ସହିତ ଶରୀର ଉପରେ ଅନେକ ସକାରାତ୍ମକ ପ୍ରଭାବ ପକାଇଥାଏ। ଏହାଦ୍ୱାରା ପ୍ରଜନନ ଓ ମାସିକ ଋତୁସ୍ରାବ ସମସ୍ୟାକୁ ଦୂର ହୁଏ। ଆର୍ୟୁବେଦରେ...

Leave a comment

Your email address will not be published. Required fields are marked *