Posted inUncategorized

ଆଲେନ୍‌ ପକ୍ଷରୁ ଓରିଏଣ୍ଟେସନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬-୪: ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଆଲେନ୍‌ କ୍ୟାରିୟର ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ନୂତନ ଶିକ୍ଷା ଅଧିବେଶନ ପାଇଁ ସ୍ଥାନୀୟ ରେଳ ଅଡିଟୋରିୟମଠାରେ ଏକ ଓରିଏଣ୍ଟେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ମାସ ୨୫ରୁ ପ୍ରତିଷ୍ଠାନରେ ପାଠପଢା ଆରମ୍ଭ ହୋଇଛି। ଅଧିବେଶନକୁ ଆଲେନ୍‌ କ୍ୟାରିୟର ଇନ୍‌ଷ୍ଟିଚ୍ୟୁଟର ବରିଷ୍ଠ ଉପସଭାପତି ସି.ଆର୍‌.ଚୌଧରୀ ଉନ୍ମୋଚନ କରିଥିଲେ। ଓଡ଼ିଶାରେ ଅନେକ ପ୍ରତିଭାବାନ ଛାତ୍ରୀଛାତ୍ର ରହିଥିବା ଚୌଧୁରୀ ଏଥିରେ ଗୁରୁତ୍ୱାରୋପ କରିଛନ୍ତି। ଏଠାକାର ଛାତ୍ରୀଛାତ୍ର ବହୁତ ପରିଶ୍ରମୀ ହୋଇଥିବା ବେଳେ ଠିକ୍‌ ମାର୍ଗଦର୍ଶନ ପାଇଲେ ଜାତୀୟ ସ୍ତରରେ ଭଲ ପ୍ରଦର୍ଶନ କରିବେ ବୋଲି ସେ ମତ ରଖିଛନ୍ତି। ଛାତ୍ରୀଛାତ୍ରଙ୍କ ମେଡିକାଲ ଏବଂ ଇଞ୍ଜିନିୟରିଂ କ୍ଷେତ୍ରରେ କ୍ୟାରିୟର ଗଢିବାର ସ୍ବପ୍ନକୁ ପୂରଣ କରିବା ଦିଗରେ କାର୍ଯ୍ୟକ୍ରମ ଗ୍ରହଣ କରୁଥିବା ସେ କହିଛନ୍ତି। ଛାତ୍ରୀଛାତ୍ରଙ୍କ ସମସ୍ୟା ସମାଧାନ କରିବା ସହ ସେମାନଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ଲାଗି ଅଭିଜ୍ଞ ଫାକଲଟିଙ୍କ ସହ କାର୍ଯ୍ୟ କରୁଥିବା ଭୁବନେଶ୍ୱର ସେଣ୍ଟର ମୁଖ୍ୟ ଅନୁରାଗ ମିଶ୍ର ସୂଚନା ଦେଇଛନ୍ତି। କାର୍ଯ୍ୟକ୍ରମରେ ଆଲେନ୍‌ର ଉପସଭାପତି ପଙ୍କଜ ଅଗ୍ରଓ୍ବାଲ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ।


All Right Reserved By Dharitri.Com

Posted inUncategorized View All

ଗଞ୍ଜେଇ ଜବତ, ୨ ଗିରଫ

ଫିରିଙ୍ଗିଆ,୧୬ା୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପୋଲିସ ପଲାବ୍ରୁଡି ପଞ୍ଚାୟତ ମୁସେଲିପାଂଗା ରାସ୍ତା ମାଝିପଡା ଗ୍ରାମରେ ଚଢ଼ାଉ କରି ଏକ ପିକ୍‌ଅପ ଭ୍ୟାନରୁ ୧୦୩ କେଜି...

ବାରଣ ସତ୍ୱେ ଜଳୁଛି ନଡା: ବଢୁଛି ବାୟୁ ପ୍ରଦୂଷଣର ମାତ୍ରା

ଅମ୍ରିତସର,୧୪।୧୦: ପଞ୍ଜାବରେ ସରକାରଙ୍କ ପକ୍ଷରୁ ନଡା ଜାଳିବା ବାରଣ କରାଯାଇଥିଲେ ବି ଅମ୍ରିତସରରେ କୃଷକମାନେ ନଡା ଜାଳୁଥିବା ଦେଖିବାକୁ ମିଳିଛି। ଫଳରେ ଦିଲ୍ଲୀର ବାୟୁ ପ୍ରଦୂଷଣ...

ଶବାନାଙ୍କୁ ଧନ୍ୟବାଦ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୯: ବଲିଉଡ୍‌ ଅଭିନେତ୍ରୀ ଶବାନା ଆଜମିଙ୍କୁ ଏଏପି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଧନ୍ୟବାଦ ଦେଇଛନ୍ତି। ଟୁଇଟ୍‌ କରି କେଜରିଓ୍ବାଲ ଡେଙ୍ଗୁ ନିରାକରଣ...

ଅନୁଗୋଳରେ ରଜନୀକାନ୍ତ ୧୩୬୨ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୦ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୧୩୬୨ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ...

ଚଳନ୍ତା ମାଲବାହୀ ଟ୍ରେନରୁ ଅଲଗା ହେଲା ୬ ବଗି

ଖୁଣ୍ଟୁଣୀ,୨୮।୧୦(ଡି.ଏନ.ଏ.)- ଖୁଣ୍ଟୁଣୀ ଥାନା ଅଧୀନ ପୂର୍ବତଟ ରେଳବାଇର ଘଣ୍ଟିଖାଲ-ନଧିପୁର ରେଳଷ୍ଟେଶନ ନିକଟ ଏକ ରେଳ ପୋଲ ଉପରେ ସୋମବାର ଏକ ଚଳନ୍ତା ମାଲବାହୀ ଟ୍ରେନରୁ ୬ଟି...

ଝାରସୁଗୁଡ଼ା ଡାକ୍ତରଖାନାରେ ଚିକିତ୍ସା ଅବହେଳା ଅଭିଯୋଗ: ମୃତବ୍ୟକ୍ତିଙ୍କୁ ସାଲାଇନ୍‌, ଇଞ୍ଜେକ୍‌ଶନ

ଝାରସୁଗୁଡ଼ା ଅଫିସ/ଲଖନପୁର, ୧୨।୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିସତ୍। ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏପରି କି ଜଣେ...

ନୂଆଗଁ। ରାସ୍ତାରେ ଡ୍ରେନ ନିର୍ମାଣକୁ ବିରୋଧ

ପୁରୁଣା ଭୁବନେଶ୍ୱର,୨୧।୬ (ଡି.ଏନ.ଏ.) : ବର୍ଷ ବର୍ଷ ଧରି ନୂଆଗଁ। ମ୍ୟୁନିସିପାଲିଟି ରାସ୍ତା ବର୍ଷା ଦିନେ ଶୋଚନୀୟ ହୋଇପଡୁଛି। ବିଭାଗୀୟ କର୍ତ୍ତୃପକ୍ଷ ଏଥିରେ ସୁଧାର ଆଣି...

ପ୍ରଥମ ଧାଡ଼ି ପଢ଼ି ବହି ବିଷୟରେ ସମ୍ପୂର୍ଣ୍ଣ କହି ଦିଅନ୍ତି…

ଓ୍ବାଶିଂଟନ, ୧୫।୧: କୁହାଯାଏ ବଣ ମଲ୍ଲୀର ବାସରେ ଚଉଦିଗ ସୁବାସିତ ହୋଇଯାଇଥାଏ। ସେହିପରି ପ୍ରତିଭା ଦିନେ ନା ଦିନେ ଲୋକଲୋଚନକୁ ଆସିପାରିଥାଏ। ଆମେରିକାର ଜଣେ ୧୪...

Leave a comment

Your email address will not be published. Required fields are marked *