ନୂଆଦିଲ୍ଲୀ,୧୯ା୧୦: ଆଇଡିଏଫ୍ସି ଫାଷ୍ଟ ବ୍ୟାଙ୍କର ୨ଟି ଡିଜିଟାଲ ବ୍ୟାଙ୍କିଙ୍ଗ୍ ୟୁନିଟ୍ (ଡିବିୟୁ) ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ଏପରିକି ବ୍ୟାଙ୍କର ଓଡ଼ିଶା କ୍ଷେତ୍ରର କେନ୍ଦୁଝର ଏବଂ ନାଗାଲାଣ୍ଡ କ୍ଷେତ୍ରର ଦିମାପୁରର ଗୋଟିଏ ଲେଖାଏ ୟୁନିଟ୍ ସାମିଲ ରହିଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଭିଡିଓ କନ୍ଫରେନ୍ସରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏବଂ ଆର୍ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ସେହିଭଳି କେନ୍ଦୁଝର ଡିବିୟୁରେ ବିଧାୟକ ମୋହନ ମାଝି ଏବଂ ଦିମାପୁର ଡିବିୟୁରେ ମନ୍ତ୍ରୀ ଟେମଜେନ ଇମନା ଆଲଙ୍ଗ ଲଙ୍ଗକୁମାର ଅତିଥି ଭାବେ ଯୋଗଦେଇଥିଲେ। ଏ ସମ୍ପର୍କରେ ଆଇଡିଏଫ୍ସି ଫାଷ୍ଟ ବ୍ୟାଙ୍କର ମୁଖ୍ୟ (ରିଟେଲ ଓ ଶାଖା ବ୍ୟାଙ୍କିଙ୍ଗ୍) ସୁମିତ ମଦନ କହିଛନ୍ତି, ବ୍ୟାଙ୍କର ଉଭୟ ଦିମାପୁର ଓ କେନ୍ଦୁଝରଠାରେ ଡିବିୟୁ ୟୁନିଟ୍ ଖୋଲିଥିବାରୁ ଆମେ ବେଶ୍ ଆନନ୍ଦିତ। ବିଶେଷକରି ଏହି ଡିବିୟୁଗୁଡ଼ିକ ବ୍ୟାପକ ଡିଜିଟାଲ ରେଞ୍ଜର ଉପତ୍ାଦ ଓ ସେବା ପ୍ରଦାନ କରିବ।
ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା…
ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…
ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…
ବଢିଗଲା ଦାମ୍! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?
ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…
ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍, ମିଳିବ ଟଙ୍କା…
ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…
କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ
ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…
ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…
ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ
ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…
ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…
ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…
Archives

