ଝାରସୁଗୁଡ଼ା ଖିମ୍‌ଜୀ ଷ୍ଟୋର୍‌ର ଦ୍ୱିତୀୟ ବାର୍ଷିକୀ ଉତ୍ସବ

ଭୁବନେଶ୍ୱର,୧୧।୯ ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ତଥା ଖିମ୍‌ଜୀ ଜୁଏଲର୍ସର ଝାରସୁଗୁଡାସ୍ଥିତ ସରବାହାଲ୍‌ ରୋଡ୍‌ ମାରଓ୍ବାଡ଼ିପଡ଼ା ଏକ୍ସକ୍ଲୁସିଭ ଷ୍ଟୋର୍‌ର ୨ୟ ବର୍ଷିକୀ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ସୁନା ଗହଣା (ଅଳଙ୍କାର)ର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୪୦% ରିହାତି ଦିଆଯାଉଥିବାବେଳେ ହୀରା ଅଳଙ୍କାର ଉପରେ ଫ୍ଲାଟ୍‌ ୨୦% ରିହାତି ଏବଂ ରୁପା ଓଜନ ସାମଗ୍ରୀର ଗଢ଼ା ମୂଲ୍ୟ ଉପରେ ୨୫% ପର୍ଯ୍ୟନ୍ତ ରିହାତି ଦିଆଯାଉଛି।

ସେହିଭଳି ରୁପା ଜିନିଷର କ୍ରୟ ମୂଲ୍ୟ ଉପରେ ୧୦% ରିହାତି ମଧ୍ୟ ଗ୍ରାହକଙ୍କୁ ପ୍ରଦାନ କରାଯାଉଛି। ଏହି ଅଫର୍‌ର ବୈଧତା ୨୦୨୩ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ଉପଲବ୍ଧ ରହିଛି। ଏପରିକି ଏହି ଅଫର ପଶ୍ଚିମ ଓଡ଼ିଶାର ଅଳଙ୍କାର ପ୍ରେମୀଙ୍କୁ ବେଶ୍‌ ଆକର୍ଷିତ କରିବ। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଓଡ଼ିଶାର ପାୱାର୍‌ ସିଟିରେ ସଫଳତାର ୨ୟ ବର୍ଷ ପାଳନ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏହି ବର୍ଷ କ୍ରମାଗତ ଭାବେ ଆମକୁ ବିଶ୍ୱାସ କରି ଏବଂ ଏହାକୁ ସମଗ୍ର ପଶ୍ଚିମ ଓଡ଼ିଶାର ସବୁଠାରୁ ବେଶି ଆଦୃତ ଅଳଙ୍କାର ବ୍ରାଣ୍ଡ୍‌ ଭାବେ ପରିଣତ କରିଥିବାରୁ ଆମର ମୂଲ୍ୟବାନ ଗ୍ରାହକଙ୍କ ନିକଟରେ ଆମେ କୃତଜ୍ଞ ଏବଂ ଆଗାମୀ ଦିନରେ ଖିମ୍‌ଜୀ ଜୁଏଲର୍ସ ଅଧିକରୁ ଅଧିକ ଗ୍ରାହକଙ୍କୁ ସେବା ଯୋଗାଇ ସେମାନଙ୍କ ସହିତ ନିଜର ଅଭିବୃଦ୍ଧି ଯାତ୍ରା ଜାରି ରଖିବ।

ବିଶେଷକରି ୬୦୦୦ ବର୍ଗଫୁଟ ଅଞ୍ଚଳରେ ବିସ୍ତାରିତ ଏହି ଷ୍ଟୋର୍‌ ପଶ୍ଚିମ ଓଡ଼ିଶାର ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରକାର ଆର୍କଷଣୀୟ ଡିଜାଇନ୍‌ ପ୍ରଦାନ କରୁଛି। ଏପରିକି ପାରମ୍ପରିକ ଏବଂ ଆଧୁନିକ ଅଳଙ୍କାର ସହିତ ସୁନା, ହୀରା, ପ୍ଲାଟିନମ୍‌, ରୁପା, ଇମିଟେସନ୍‌, ରୁପା ବାସନ, ଉପହାର ଏବଂ ବିଭିନ୍ନ ପ୍ରକାରର ଆର୍ଟିଫ୍ୟାକ୍ଟ୍‌ ଆଦି ଗୋଟିଏ ଛାତ ତଳେ ଉପଲବ୍ଧ ରହିଛି। ଏଠାରେ ଉଭୟ ପାରମ୍ପରିକ ଏବଂ ଆଧୁନିକ ଅଳଙ୍କାର ସଂଗ୍ରହ ସହିତ ଖିମ୍‌ଜୀ ଜୁଏଲର୍ସ ଅତୁଳନୀୟ ଅଳଙ୍କାରର ଗନ୍ତବ୍ୟସ୍ଥଳ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri