ସ୍ମାଇଲ ଗୋଲ୍ଡର ୨ୟ ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର,୩୧।୩:ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ଦ୍ୱିତୀୟ ପୂର୍ତ୍ତି ଉତ୍ସବ ଗୁରୁବାର ଧୁମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ମାଇଲ ଗୋଲ୍ଡର ପରିଚାଳନା ନିର୍ଦ୍ଦେଶକ ଇଂ. ବାବୁରାମ ସ୍ବାଇଁ ଏବଂ ସ୍ମାଇଲ ଗୋଲ୍ଡର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଗ୍ରାହକମାନଙ୍କ ପାଇଁ ସୁନାଗହଣା ଉପରେ ଶୂନ ଗଢ଼ା ମୂଲ୍ୟ (ଜିରୋ ମେକିଂ ଚାର୍ଜ) ସହ ହୀରା ଗହଣା, ରୁପା ଏବଂ ଜେମ୍‌ଷ୍ଟୋନ୍‌ ଓ ହାତଘଣ୍ଟା ଆଦି ଉପରେ ଆକର୍ଷଣୀୟ ଅଫର ଓ ରିହାତି ସମ୍ପର୍କରେ ଘୋଷଣା କରାଯାଇଥିଲା। ବିଶେଷକରି ରୁପା ଅଳଙ୍କାରର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୫୦% ଦିଆଯାଉଥିବା ବେଳେ ହୀରା ଗହଣାର ଉପରେ ଫ୍ଲାଟ୍‌ ୨୫%ର ରିହାତି ଏବଂ ବ୍ରାଣ୍ଡେଡ୍‌ ହାତଘଣ୍ଟା ଉପରେ ଫ୍ଲାଟ୍‌ ୨୫% ରିହାତି ମିଳୁଥିବା ପ୍ରତିଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ପବିତ୍ର ରାମନବମୀରୁ ଉପରୋକ୍ତ ଅଫର ଚଳିତ ବର୍ଷର ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ଉପଲବ୍ଧ ହେବ। ତା’ ସାଙ୍ଗକୁ ଗ୍ରାହକମାନଙ୍କ ପାଇଁ ଏକ ମେଗା ଲକି ଡ୍ରର ସୁବିଧା ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

ଆପଣଙ୍କୁ ହଇରାଣ କରିପାରିବେ ନାହିଁ ରିକଭରି ଏଜେଣ୍ଟ, କଠୋର ନିୟମ ଲାଗୁ କଲା RBI, ଘରେ ପହଞ୍ଚିଲେ କ’ଣ କରିବେ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୨: RBI ପରିଚାଳିତ ଆର୍ଥିକ ପ୍ରତିଷ୍ଠାନ (ବ୍ୟାଙ୍କ, ଗ୍ରାମୀଣ ବ୍ୟାଙ୍କ, NBFC, ଗୃହ ଆର୍ଥିକ କମ୍ପାନୀ, ସମବାୟ ବ୍ୟାଙ୍କ, ଇତ୍ୟାଦି) ଦ୍ୱାରା ନିଯୁକ୍ତ ରିକଭରି ଏଜେଣ୍ଟମାନେ ଆଉ…

ଜାନୁଆରୀରେ ଖୁଚୁରା ଦରଦାମ୍ ହାର ୨.୭୫%, ପ୍ରଥମ ଥର ହେଲା ଏପରି ପରିବର୍ତ୍ତନ

ମୁମ୍ବାଇ,୧୨।୨: ଭାରତର ଆର୍ଥିକ ପରିସଂଖ୍ୟାନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଉପଭୋକ୍ତା ମୂଲ୍ୟ ସୂଚକାଙ୍କ (CPI) ର ନୂଆ ବେସ୍ ଇୟର ୨୦୨୪ ଆଧାରରେ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri