Posted inଜାତୀୟ

କୁମ୍ଭମେଳା: କରୋନାରେ ନିରଓ୍ବାଣି ଆଖଡ଼ା ମହାମଣ୍ଡଳେଶ୍ୱରଙ୍କ ପରଲୋକ

ହରିଦ୍ୱାରା,୧୬।୪: ହରିଦ୍ୱାରା କୁମ୍ଭମେଳାରେ ଯୋଗଦେଇଥିବା ମଧ୍ୟପ୍ରଦେଶ ନିରଓ୍ବାଣି ଆଖଡ଼ାର ମହାମଣ୍ଡଳେଶ୍ୱର କପିଳଦେବ ଦାସଙ୍କ କରୋନାରେ ମୃତ୍ୟୁ ଘଟିଛି। ତାଙ୍କୁ ୬୫ ବର୍ଷ ହୋଇଥିଲା। ଗୁରୁବାର ତାଙ୍କୁ ହରିଦ୍ୱାରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କପିଲଙ୍କ ସହ ୧୦ ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥ ଓ ଅନୁଗାମୀ କଙ୍ଖାଲଠାରେ କ୍ୟାମ୍ପ୍‌ ପକାଇ ରହିଥିଲେ। ସମସ୍ତଙ୍କ ନମୁନା ପରୀକ୍ଷା ପାଇଁ ନିଆଯାଇଛି। ଶୁକ୍ରବାର କୁମ୍ଭମେଳା ସ୍ଥଳରୁ ଆଉ ୮୦ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। କୋଭିଡ୍‌ ଗାଇଡ୍‌ଲାଇନ ନ ମାନି ଲକ୍ଷ ଲକ୍ଷ ଲୋକ କୁମ୍ଭମେଳାରେ ଯୋଗଦେଇଥିବାରୁ ଏହା ସଂକ୍ରମଣର ହଟ୍‌ସ୍ପଟ ପାଲଟିଛି। ସେଠାରୁ ୬ ଦିନ ମଧ୍ୟରେ ପ୍ରାୟ ୨୦୦୦ ସଂକ୍ରମିତ ଚିହ୍ନଟ ହେଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri