Odisha Elections 2024

୬ରୁ ଦ୍ୱିତୀୟ ପର୍ଯ୍ୟାୟ ବିଏଡ୍‌, ଏମ୍‌ଏଡ୍‌ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୫।୧୦(ଅନୁରାଧା ମହାରଣା)ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନ ବିଶ୍ୱବିଦ୍ୟାଳୟଗୁଡ଼ିକରେ ୨ବର୍ଷିଆ ବିଏଡ୍‌, ଏମ୍‌ଏଡ୍‌ ଏବଂ ବିଏଚ୍‌ଏଡ୍‌ ପାଠ୍ୟକ୍ରମ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ। ଆସନ୍ତା ୬ ତାରିଖ ଅପରାହ୍ନ ୫ଟାରେ ଓ୍ବେଟିଙ୍ଗ ଲିଷ୍ଟ ପ୍ରକାଶ ପାଇବ। ୭ରୁ ୯ ତାରିଖ ମଧ୍ୟରେ ଆବେଦନକାରୀ କମନ୍‌ ଆପ୍ଲିକେଶନ ଫର୍ମ ସହ ଅନ୍ୟାନ୍ୟ ଡକ୍ୟୁମେଣ୍ଟ ଦାଖଲ କରିବେ। ୧୨ ତାରିଖରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବା ସହ ମନୋନୀତ ଛାତ୍ରୀଛାତ୍ରଙ୍କୁ ଏସ୍‌ଏମ୍‌ଏସ୍‌ ବା ହ୍ବାଟସଆପ୍‌ ମାଧ୍ୟମରେ ସୂଚିତ କରାଯିବ। ୧୩ରୁ ୧୬ ତାରିଖ ମଧ୍ୟରେ ନାମଲେଖା ଦେୟ ଦେଇ ମନୋନୀତ ଆବେଦନକାରୀ ନାମ ଲେଖାଇପାରିବେ। ୧୭ ତାରିଖରେ ଶିକ୍ଷାନୁଷ୍ଠାନଗୁଡ଼ିକ ଇ- ସ୍ପେସ୍‌ରେ ନାମଲେଖା ସମ୍ପର୍କିତ ତଥ୍ୟ ଦାଖଲ କରିବେ।
ସୂଚନାଥାଉକି, ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ କେତେକ ଶିକ୍ଷାନୁଷ୍ଠାନରେ ସିଟ୍‌ ଖାଲି ପଡ଼ିଥିବାରୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନେତାଙ୍କ ଲେଖାକୁ ଶୁଆ ଭଳି ଗାଇ ଦେଉଛନ୍ତି ଭାଜପାର ଟୁରିଷ୍ଟ ନେତା:ବିଜେଡି

ଭୁବନେଶ୍ୱର,୧୭।୫(ଶର୍ମିଷ୍ଠା ପାଣିଗ୍ରାହୀ)- ଭାଜପାର ମାଳ ମାଳ ଟୁରିଷ୍ଟ ନେତା ଏବେ ଓଡିଶାରେ। ଯେଉଁମାନେ ଓଡିଶା ବିଷୟରେ କିଛି ଜାଣିନାହାନ୍ତି। ରାଜ୍ୟ ନେତା ଯାହା ଲେଖା ଦେଉଛନ୍ତି,...

୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର...

ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri