ଜୁନାଗଡ଼ରୁ ୩.୨ କୁଇଣ୍ଟାଲ ରତ୍ନ ପଥର ଜବତ, ଯୁବକ ଅଟକ

ଜୁନାଗଡ଼,୧୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ପଲାସ ଗ୍ରାମରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଓ ଜୁନାଗଡ଼ ପୋଲିସ ରବିବାର ସନ୍ଧ୍ୟାରେ ଚଢ଼ାଉକରି ୩ କୁଇଣ୍ଟାଲ ୨ କିଗ୍ରା ରତ୍ନ ପଥର (ରୁବି ଓ ପାନ୍ନା) ଜବତ କରିଛି। ଏଥିରେ ସମ୍ପୃକ୍ତ ଗ୍ରାମର ସୁଜିତ ମେହେରଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି। ଏ ନେଇ ପୋଲିସ ଏକ ମାମଲା (ନଂ. ୧୯୬/୨୦) ରୁଜୁକରି କରିଥିବା ଜୁନାଗଡ଼ ଭାରପ୍ରାପ୍ତ ଥାନାଧିକାରୀ ଉତ୍ତମ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଲିମ ଅଛି, ନିଯୁକ୍ତି ନାହିଁ

ଭୁବନେଶ୍ୱର,୨।୮(ବ୍ୟୁରୋ): ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ସ୍ବତନ୍ତ୍ର ଭାବେ ଦକ୍ଷତା ବିକାଶ ମିଶନ ଗଠନ...

ତତ୍ପରତା ଦେଖାଇ ଶୋଇଗଲା କମିଶନରେଟ ପୋଲିସ: ବ୍ଲାକ୍‌ ସ୍ପଟ୍‌ ସ୍ଥାନରେ ବ୍ୟାରିକେଡ୍‌, ଇଣ୍ଟରସେପ୍ଟର କଥା ଭୁଲିଗଲେ ଅଧିକାରୀ

ଭୁବନେଶ୍ୱର,୧୧।୬(ବ୍ୟୁରୋ) : ରାଜଧାନୀ ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥ ଉପରେ ବାରମ୍ବାର ଦୁର୍ଘଟଣା ଘଟି ଜୀବନ ଯାଉଛି। ମାସକ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ...

କ୍ୱାରାଣ୍ଟାଇନ କେନ୍ଦ୍ରରେ ସ୍ବାବ୍‌ ସଂଗ୍ରହ ବନ୍ଦ ନେଇ ଅସନ୍ତୋଷ

ସୋର, ୨୨ା୫(ଡି.ଏନ.ଏ.)-ସୋରର ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରରେ ସ୍ବାବ ସଂଗ୍ରହ ବନ୍ଦ ନେଇ ପ୍ରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସୋର ବ୍ଲକ ଓ ମ୍ୟୁନିସିପାଲିଟିକୁ ଫେରିବାକୁ ୧୧ହଜାର...

୩୧ ଯାଏ ଗ୍ରୀଷ୍ମପ୍ରବାହ:୧୧ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଉପକୂଳଠାରୁ ଆରମ୍ଭକରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି।...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ

ଯାଜପୁର ଟାଉନ,୭|୯(ଡିଏନଏ)- ବଡଚଣା ଥାନା କୋଲାସିଂ ଗ୍ରାମର ଜଣେ ନାବାଳିକା (୧୪)ଙ୍କୁ ସେହି ଗ୍ରାମର ନିହାରକାନ୍ତ ଓଝା ନାମକ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା।...

ଯାଜପୁରରେ ହେବ ନାଟ୍ୟମଣ୍ଡପ: ସଂସ୍କୃତି ମନ୍ତ୍ରୀ ବ୍ୟାସସରୋବର ଉନ୍ନତୀକୁ ସବୁଜ ସଙ୍କେତ

ଯାଜପୁର ଅଫିସ, ୫।୬-ଯାଜପୁରରେ ଏକ ନାଟ୍ୟ ମଣ୍ଡପ କରାଯିବ ବୋଲି ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଗୁରୁବାର ସର୍କିଟ୍‌ ହାଉସ୍‌ଠାରେ...

ଭୋକ ଓପାସରେ ବାହାର ରାଜ୍ୟର ୯ ଶ୍ରମିକ

ଖଇରା, ୬।୪(ଡି.ଏନ.ଏ.): ବାହାର ରାଜ୍ୟର ୯ଜଣ ଶ୍ରମିକ ୨ଦିନ ହେଲା ଭୋକଓପାସରେ ରହିଛନ୍ତି। ସେମାନେ ବାଲେଶ୍ୱର ଜିଲା ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ସିଂହିପୁର...

ପରମେଶ୍ୱରଙ୍କ ପାଇଁ ପଖାଳ

ଓଡ଼ିଆଙ୍କ ଖାଦ୍ୟ ଐତିହ୍ୟର ଅନ୍ୟତମ ବିଭବ ହେଉଛି ପଖାଳ। ଏହି ପରମ୍ପରା ଯଥା ଦେହେ ତଥା ଦେବେରେ ପରିଣତ ହୋଇଥିବାର ଦେଖାଯାଏ। ଏହି ପରମ୍ପରା ଓଡ଼ିଶାର...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *