ରାଜ୍ୟର ୩ କୋଟି ଲୋକଙ୍କୁ ଦିଆଯିବ ସ୍ବାସ୍ଥ୍ୟ କାର୍ଡ: ମନ୍ତ୍ରୀ ମହାଲିଙ୍ଗ

ଭୁବନେଶ୍ୱର, ୧୫ା୧୨: ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ କାର୍ଡ ସମସ୍ୟା ଖୁବ୍‌ଶୀଘ୍ର ସମାଧାନ ହେବ। ରାଜ୍ୟର ୩ କୋଟି ଲୋକଙ୍କୁ ସ୍ବାସ୍ଥ୍ୟ କାର୍ଡ ଦିଆଯିବ। ମିଶନ ମୋଡ୍‌ରେ ହେଲ୍‌ଥ କେୟାର ସିଷ୍ଟମ ଆଗକୁ ନେଉଛୁ। ରାଜ୍ୟରେ ଉଭୟ ଆୟୁଷ୍ମାନ  ଓ ଗୋପବନ୍ଧୁ କାର୍ଡରେ ଚିକିତ୍ସା ହେବ। ଲୋକଙ୍କୁ ଇନ୍‌ସ୍ୟୁରାନ୍ସ ନୁହେଁ  ଆସ୍ୟୁରାନ୍ସ ମୋଡ୍‌ରେ ଚିକିତ୍ସା ମିଳିବ ବୋଲି  ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।
ଗଣମାଧ୍ୟମକୁ ସୂଚନାଦେଇ ମନ୍ତ୍ରୀ ମହାଲିଙ୍ଗ କହିଛନ୍ତି, ରାଜ୍ୟରେ ଖୁବ୍‌ଶୀଘ୍ର ଉଭୟ ଆୟୁଷ୍ମାନ ଏବଂ ଗୋପବନ୍ଧୁ କାର୍ଡ ଲାଗୁହେବ। ଆଗକୁ କେବଳ ସ୍ବାସ୍ଥ୍ୟ କାର୍ଡ ଦିଆଯିବ। ଗତ ସରକାର ସମୟରେ ବିଏସ୍‌କଓ୍ବୋଇ କାର୍ଡରେ ମାତ୍ର ୯୫୬ ହସ୍ପିଟାଲରେ ଚିକିତ୍ସା ହେଉଥିଲା। ଏବେ ଦେଶର ୨୭ ହଜାର ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳିପାରିବ ବୋଲି ମହାଲିଙ୍ଗ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ସୁନେଲି ସ୍ୱପ୍ନ: ବଢ଼ିଲା ମୁଣ୍ଡପିଛା ଋଣବୋଝ

ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ...

କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା...

KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର

ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ...

ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି...

ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ...

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…

ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା...

ମୋ ବସ୍‌ ଦୁର୍ଘଟଣା ମାମଲା : ଝିଅ ପରେ ଚାଲିଗଲା ମା’ଙ୍କ ଜୀବନ

ଭୁବନେଶ୍ୱର,୧୭ା୨(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ପାତ୍ରପଡ଼ା ଡିଏନ୍‌ ରେଗାଲିଆ ନିକଟରେ ଶୁକ୍ରବାର ରାତିର ଘଟିଥିବା ମୋ ବସ୍‌ ଦୁର୍ଘଟଣାରେ ଆହତ ଆଉ ଜଣଙ୍କ...

କିଟ୍‌ର ୨ ସିକ୍ୟୁରିଟି ଗାର୍ଡ ଅଟକ

ଭୁବନେଶ୍ୱର,୧୭।୨:ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। କ୍ୟାମ୍ପସ ଭିତରେ ଛାତ୍ରଙ୍କୁ ମାଡ଼ ଘଟଣାରେ ୨ ସିକ୍ୟୁରିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri