ବଡ଼ଧରଣର ଡକାୟତି: ସାଢ଼େ ୩ କୋଟି ଟଙ୍କା ଜବତ, ୮ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧ା୨(ଉତ୍ତମ କୁମାର ଦାଶ)): କଳାହାଣ୍ଡି ଜିଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। କଳାହାଣ୍ଡି ଏସ୍‌ପି ଅଭିଳାଶ ଜୀଙ୍କ ନେତୃତ୍ୱରେ ଧର୍ମଗଡ଼ ଥାନା ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ୮ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡ଼ି ଏବଂ ମାରଣାସ୍ତ୍ର ଆଦି ଜବତ କରିଛି। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ବୋଲି ସୂଚନା ମିଳିଛି। ଗିରଫ ଅଭିଯୁକ୍ତମାନେ ହେଲେ, ଝାଡ଼ଖଣ୍ଡ ରାଜ୍ୟ ରାଞ୍ଚି ଜିଲାର ତାହିର ଅନସାରୀ, ହୁସେନ ଖାନ, ଜୈସମ ଖାନ, ସାମିମ ଅନସାରୀ,ବାସୁଦେବ ଗୋପେ, ପିଣ୍ଟୁ ଆଲିମ,ଅନୁଜ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

Krushna Chandra Patra: ରାଜ୍ୟରେ ରହିଛନ୍ତି ଲକ୍ଷାଧିକ ଭୂତ ରାଶନକାର୍ଡଧାରୀ, ସବୁଠୁ ଏହି ଜିଲାରେ ଅଛନ୍ତି…

ଭୁବନେଶ୍ୱର,୧୯ା୨: ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ଭୂତ ରାଶନାକାର୍ଡଧାରୀ ଅଛନ୍ତି। ଅର୍ଥାତ୍‌ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାଶନ କାର୍ଡ। e-KYC...

KIIT scandal: ନେପାଳ ଛାତ୍ରଙ୍କ ସହ କଥାହେଲେ Mohan Majhi, ଦେଲେ ବଡ଼ ପ୍ରତିଶ୍ରୁତି…

କିଟ୍‌ କାଣ୍ଡ: ନେପାଳ ଛାତ୍ରଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଦେଲେ ବଡ଼ ପ୍ରତିଶ୍ରୁତି… ଭୁବନେଶ୍ୱର,୧୯।୨: କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି।...

ଧରିତ୍ରୀ ପ୍ରଭାବ: ଡାଳିମ୍ବ ଦିଗାଳଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା

ରାଇକିଆ,୧୦।୨(ପ୍ରଦୀପ ବେହେରା): ରାଇକିଆ ବ୍ଲକ ଗମାଣ୍ଡି ଗ୍ରାମର ଡାଳିମ୍ବ ଦିଗାଲଙ୍କ ବୟସ ୯୧ ହୋଇଥିଲେ ମଧ୍ୟ ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚିତ ହୋଇଥିଲେ। ବର୍ଦ୍ଧିତ...

Odisha Rain Update: ୪ ଦିନ ଛେଚିବ! ଏସବୁ ଜିଲାକୁ ଘଡଘଡି ବର୍ଷା ଆଲର୍ଟ

ଭୁବନେଶ୍ୱର,୧୯।୨: ଆସୁଛି Rain Alert। ୨୦ରୁ ୨୩ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅର୍ଦ୍ଧାଧିକ ଜିଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।...

KIITରେ ନେପାଳୀ ଛାତ୍ରଙ୍କୁ ଆକ୍ରମଣ ଘଟଣା: ପୋଲିସ ଜାଣିଶୁଣି ଲଗାଇଛି କୋହଳ ଦଫା!

ଭୁବନେଶ୍ୱର,୧୯ା୨(ସତ୍ୟଜିତ୍‌ ରାଉତ): କିଟ୍‌ ବିଶ୍ୱ ବିଦ୍ୟାଳୟରେ ମୃତ ବି.ଟେକ୍‌ ଛାତ୍ରୀ ପ୍ରକ୍ରିତି ଲାମ୍‌ସଲ୍‌ଙ୍କୁ ନ୍ୟାୟ ଦାବିରେ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରି କ୍ୟାମ୍ପସ୍‌ରୁ ବଳପୂର୍ବକ ବାହାର...

ବିପର୍ଯ୍ୟୟ ସହାୟତା ଘୋଷଣା କଲା କେନ୍ଦ୍ର, ଓଡ଼ିଶାକୁ ମିଳିବ ଏତିକି କୋଟି

ନୂଆଦିଲ୍ଲୀ,୧୯।୨: ବିପର୍ଯ୍ୟୟ ପୀଡ଼ିତଙ୍କୁ ୧୫୫୫ କୋଟିର ସହାୟତା ଘୋଷଣା କଲା କେନ୍ଦ୍ର । ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ୍ସରେ ସୂଚନା ଦେଇଛନ୍ତି। କେନ୍ଦ୍ର...

Forest Safety: ତାତି ବଢ଼ିଲେ ବଢ଼େ ଜଙ୍ଗଲରେ ନିଆଁ ସମ୍ଭାବନା: ଜୀବଜନ୍ତୁ, ଜଙ୍ଗଲଯାତ ଦ୍ରବ୍ୟ କ୍ଷୟକ୍ଷତି ନେଇ…

ରାଇକିଆ,୧୯।୨(ପ୍ରଦୀପ ବେହେରା): ତାତି ବଢ଼ିଲେ ଜଙ୍ଗଲରେ ନିଆଁ ଲାଗିବା ସମ୍ଭାବନା ବଢ଼ିଥାଏ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ରାଇକିଆ ଜଙ୍ଗଲ ପରିବେଶ ଓ ଜଳ...

ଗିରଫ ହେଲେ ବ୍ଲକ ଉପାଧ୍ୟକ୍ଷ

ଯାଜପୁର ଟାଉନ,୧୯।୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ସଦର ଥାନା ସାହାସପୁର ପଞ୍ଚାୟତ ଗୋବିନ୍ଦପୁର ଗ୍ରାମରେ ଚାଓମିନ ଦୋକାନୀଙ୍କ ଆକ୍ରମଣରେ ଗୁରୁତର ଜଣେ ନାବାଳକଙ୍କ ମୃତ୍ୟୁ ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri