୩.୬ ଲକ୍ଷ ଭାରତୀୟ ଫେରିଲେଣି

ନୂଆଦିଲ୍ଲୀ,୨୭ା୬(ପି.ଟି.): ଲକ୍‌ଡାଉନ ଯୋଗୁ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟମାନଙ୍କୁ ଫେରାଇ ଆଣିବା ଲାଗି ଗତ ମେ’ ୭ରେ ବନ୍ଦେ ଭାରତ ମିଶନ ଆରମ୍ଭ ହୋଇଥିଲା। ଏହି ମିଶନରେ ଇତିମଧ୍ୟରେ ବିଭିନ୍ନ ଦେଶରୁ ୩.୬ ଲକ୍ଷରୁ ଅଧିକ ଭାରତୀୟ ଦେଶକୁ ଫେରିଲେଣି। ବିଦେଶରେ ଥିବା ମୋଟ ୫,୧୩,୦୪୭ ଭାରତୀୟ ସ୍ବଦେଶ ଫେରିବା ଲାଗି ବନ୍ଦେ ଭାରତ ମିଶନରେ ନାମ ପଞ୍ଜୀକରଣ କରିଥିଲେ। ୨୫ ତାରିଖ ସୁଦ୍ଧା ସେମାନଙ୍କ ମଧ୍ୟରୁ ୩,୬୪,୨୦୯ ଜଣ ଫେରିଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଟ ହେବ ଖାଦ୍ୟ ସଙ୍କଟ

ନୂଆଦିଲ୍ଲୀ/ନ୍ୟୁୟର୍କ,୨୦ା୫:ଗତବର୍ଷ ଅଗଷ୍ଟରେ ଆତଙ୍କବାଦୀ ସଙ୍ଗଠନ ତାଲିବାନ୍‌ କାବୁଲ ଦଖଲ କରିବା ପରଠାରୁ ଆଫଗାନିସ୍ତାନରେ ଖାଦ୍ୟ ସଙ୍କଟ ବଢ଼ିବାରେ ଲାଗିଛି। ପଡ଼ୋଶୀ ଶ୍ରୀଲଙ୍କାରେ ଖାଦ୍ୟ ସଙ୍କଟ ଗୃହଯୁଦ୍ଧର...

କରୋନା ଜାଲରେ କଟକ ସହର: ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

କଟକ ଅଫିସ, ୪।୭: କଟକରେ ଶନିବାର ଆଉ ୧୧ ନୂଆ କରୋନା ପଜିଟିଭ୍‌ କେସ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା...

ରାହୁଲ ନିଜେ ପାଳନ କରିନାହନ୍ତି ପ୍ରୋଟୋକଲ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ରିପୋର୍ଟ ଦେଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୩୦।୧୨: ଭାରତ ଯୋଡୋ ଯାତ୍ରା ସମୟରେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜେ ହିଁ ସୁରକ୍ଷା ପ୍ରୋଟୋକଲ୍‌ ପାଳନ କରିନାହାନ୍ତି। ରାହୁଲ ଗାନ୍ଧୀଙ୍କୁ...

୭୯୮ ଭାରତୀୟଙ୍କୁ ନେଇ ହିଣ୍ଡନ ଏୟାରବେସ୍‌ ପହଞ୍ଚିଲେ ୪ ବିମାନ…

ଗାଜିଆବାଦ୍‌,୩।୩ : ଅପରେଶନ୍‌ ଗଙ୍ଗା ଅନ୍ତର୍ଗତ ୟୁକ୍ରେନ୍‌ରୁ ଭାରତୀୟଙ୍କୁ ଏୟାରଲିଫ୍ଟ କାର୍ଯ୍ୟ ଜାରି ରହିଛି। ଗୁରୁବାର ମୋଟ ୭୯୮ ଭାରତୀୟଙ୍କୁ ନେଇ ଭାରତୀୟ ବାୟୁସେନାର ୪ଟି...

ସୀମା ବିବାଦର ଲମ୍ବା ତାଲିକାରେ ଚାଇନା

ନୂଆଦିଲ୍ଲୀ, ୨୧ା୬: ଚାଇନାର ସାମ୍ରାଜ୍ୟବାଦୀ ଚିନ୍ତାଧାରା ସମ୍ପର୍କରେ କାହାକୁ ଅଛପା ନାହିଁ। ବିଭିନ୍ନ ଚୁକ୍ତିକୁ ପାଦତଳେ ଚାପି ଷଡ଼ଯନ୍ତ୍ର ସହି ନିଜର ଆଭିମୁଖ୍ୟକୁ ପୂରଣକରିବା ଲାଗି...

ପାକିସ୍ତାନୀ ନୌକା ଜବତ: ବିଏସ୍‌ଏଫ୍‌ର ତଦନ୍ତ ଜାରି

ନୂଆଦିଲ୍ଲୀ,୧୪।୧୨: ଅନୁପ୍ରବେଶ ପାଇଁ ଅତିସମ୍ବେଦନଶୀଳ ଅଞ୍ଚଳ ଭାବେ ଜଣାଯାଉଥିବା କଚ୍ଛର ହରାମି ନାଲାରୁ ଶନିବାର ଏକ ଖାଲି ନୌକା ଜବତ କରାଯାଇଛି। ସୀମାର ସୁରକ୍ଷାକର୍ମୀ ଏହି...

ଟିକା ନାହିଁ: ୯୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗୋଟିଏ ପଟେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଅନ୍ୟପଟେ ସରକାରଙ୍କୁ ଟିକା ଚିନ୍ତା ଘାରିଛି। ଟିକା...

ଗାଁ ପ୍ରବେଶ ପଥ ବନ୍ଦ କଲେ ଲୋକେ

ଭଞ୍ଜନଗର,୨୬।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଲାଗି ଗୁରୁବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ କେତେକ ଗ୍ରାମବାସୀ ଆଲୋଚନା କରି ଗାଁ ପ୍ରବେଶ ପଥକୁ ସିଲ୍‌...

Advertisement
Archives

Model This Week