୩ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବରଗଡ଼ ଅଫିସ୍‌,୮।୯: ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ କେନ୍ଦପାଲି ଗ୍ରାମରେ ୨୦୧୬ରେ ଜମିବାଡ଼ି ବିବାଦକୁ ନେଇ ବାପପୁଅଙ୍କୁ ମରଣାନ୍ତକ ଆକ୍ରମଣ, ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍‌ ସ୍ରୋତସ୍ବିନୀ କର ମାମଲାର ଶୁଣାଣି କରି ୩ ଅଭିଯୁକ୍ତ କୂଳ ବାରିକ, ସଚ୍ଚିଦା ଓରଫ୍‌ ପ୍ରେମାଳୁ ବାରିକ, ମୀନକେତନ ବାରିକଙ୍କୁ ଆଜୀବନ କାରାଦଣ୍ଡ ଏବଂ ୧୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତ। ଜରିମାନା ଅନାଦେୟ ଅଭିଯୁକ୍ତମାନେ ଅଧିକ ଏକବର୍ଷ କାରାଦଣ୍ଡ ଦଣ୍ଡିତ ହେବେ ବୋଲି ରାୟରେ ଉଲ୍ଲେଖ ରହିଛି।

ପ୍ରକାଶଥାଉକି, ୨୦୧୬ରେ ଜମିବାଡ଼ି ବିବାଦକୁ ନେଇ ଅଭିଯୁକ୍ତମାନେ ଗ୍ରାମର ପ୍ରେମରାଜ କରନ୍‌ ଏବଂ ପୁଅ ଏକାଦଶିଆ କରନଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ପ୍ରେମରାଜଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଦଶିଆ ଗୁରୁତର ଆହତ ହୋଇଥିଲେ। ସରକାରଙ୍କ ପକ୍ଷରୁ ଅତିରିକ୍ତ ସରକାରୀ ଓକିଲ ମନୋଜ କୁମାର ଏକ୍କା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଥାଇ ବି ମିଳୁନି ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା : ଜଗନ୍ନାଥଙ୍କ ଲୀଳାକ୍ଷେତ୍ର କାଙ୍କଣକୁଦ ଉପେକ୍ଷିତ

ଖୋର୍ଦ୍ଧା ଅଫିସ,୨।୮ : ବ୍ୟସ୍ତବହୁଳ ଜୀବନରେ ଫୁରସତ୍‌ ମିଳିଲେ ପର୍ଯ୍ୟଟନସ୍ଥଳ ବୁଲିବାର ମଜା ନିଆରା। ଏହି ନିଆରା ଅନୁଭୂତି ଯୋଗାଇ ଦେଇଥାଏ କାଙ୍କଣକୁଦ। ପର୍ଯ୍ୟଟକ ଏଠାକୁ...

ଲାଞ୍ଚ ନେଇ କ୍ୟାସିୟର ଗିରଫ

ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କ୍ୟାସିୟର ଅଜୟ କୁମାର ସେଜପଡା ବୁଧବାର ଲାଞ୍ଚ ନେଉଥିବା...

ଡାବୁଗାଁରେ ‘ଲୁଣ ମିଳିବ ନାହିଁ’ ଗୁଜବ: ଅସାଧୁ ବ୍ୟବସାୟୀ ମାଲାମାଲ; ଚିନ୍ତାରେ ଖାଉଟି

ଡାବୁଗାଁ,୧୩।୫(ଡି.ଏନ୍‌.ଏ.): କରୋନାକୁ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ତେବେ ଏହାର ସୁଯୋଗ ନେଇ କେତେକ ଅସାଧୁ ବ୍ୟବସାୟୀ ଅହେତୁକ ମାତ୍ରାରେ...

ମାଙ୍କଡ଼ପଡ଼ା ଅଞ୍ଚଳରେ ହାତୀ ଉପଦ୍ରବ

କପ୍ତିପଦା,୩ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ର ମାଙ୍କଡ଼ପଡ଼ା ପଞ୍ଚାୟତରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ଏଥିନେଇ ଲୋକେ ଭୟଭୀତ...

ପୁଣି ହ୍ରାସ ପାଇଲା ତାପମାତ୍ରା, ଦାରିଙ୍ଗବାଡିରେ ସର୍ବନିମ୍ନ ୭ ଡିଗ୍ରୀ

ଦାରିଙ୍ଗବାଡି,୧୪ା୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୁଣି ଶୀତ ଥରେଇଛି। ଗତ କିଛି ଦିନ ହେଲା ତାପମାତ୍ରା ୯ ଡିଗ୍ରୀରୁ ୧୨ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ...

ପିଲାଙ୍କୁ ଶିକ୍ଷା, ସଚେତନ କରାଇ ଶିଶୁମିତ୍ର ପଞ୍ଚାୟତ ଗଠନ ହେଉ

ନବରଙ୍ଗପୁର,୨୩।୩ (ବି.ପ୍ର.) – ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶାନୁଯାୟୀ ମଙ୍ଗଳବାର ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଶୋକ ମେହେଟ୍ଟା...

ବରଗଡ଼ରେ ପୁଣି ଚାଷୀ ଆତ୍ମହତ୍ୟା

ଅତାବିରା\ସରଣ୍ଡା,୨୨।୯(ଡି.ଏନ.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ହିର୍ଲିପାଲି ପଞ୍ଚାୟତ ଅନ୍ତର୍ଗତ ଟାଙ୍ଗରଟିକ୍ରା ଗ୍ରାମରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ପୁଣି ଆଲୋଡ଼ନ ସୃଷ୍ଟି କରିଛି। ଗତ ରବିଋତୁର...

ସ୍କୁଲ ଆସିଥିବା ଛାତ୍ରୀଛାତ୍ରଙ୍କୁ ସ୍ବାଗତ କଲେ ବିଧାୟକ, ବିଇଓ

ଛତ୍ରପୁର,୨୬।୭(ଡି.ଏନ୍‌.ଏ.): ସୋମବାର ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ନରେନ୍ଦ୍ରପୁର ହାଇସ୍କୁଲକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ଫୁଲ...

Advertisement
Archives

Model This Week