ଯୁକ୍ତ ୩ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୩ ନାମଲେଖା ଅବଧି ବଢ଼ାଇ ଦିଆଯାଇଛି। ଅନ୍‌ଲାଇନ ସିଏଫ୍‌ ଆବେଦନ ଶେଷ ତାରିଖ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୧କୁ ବୃଦ୍ଧି କରାଯାଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ୭ରୁ ୧୧ ପର୍ଯ୍ୟନ୍ତ ଚାଲିବ। ସେହିପରି ଦ୍ୱିତୟ ପର୍ଯ୍ୟାୟ ନାମଲେଖା ୧୬ରୁ ୧୯ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ପାଇଁ ହତ୍ୟା, ମା’-ଭାଉଜ ଗୁରୁତର

ଭଦ୍ରକ ଅଫିସ, ୧୭।୩: ପୂର୍ବଶତ୍ରୁତା ଓ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲା...

ରଘୁରାଜପୁରରେ ଡିଜାଇନ ଦେଖିଲା ଟିମ୍‌

ପୁରୀ ଅଫିସ, ୧୧ା୧୧: ଶ୍ରୀମନ୍ଦିରର ୮ ଦ୍ୱାର ରୁପା ଛାଉଣି ହେବ। ଜୟ ବିଜୟ, କଳାହାଟ, ବେହେରଣ, ସାତପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର,...

ଲୋକେ ଧରିଲେ ଗୋରୁ ବୋଝେଇ ଗାଡ଼ିି: ଆସିଲାନି ପୋଲିସ, ଗୋରୁ ଫିଟେଇ ଛାଡିଦେଲେ ଗୋଚାଲାଣକାରୀଙ୍କୁ

ନୟାଗଡ ଅଫିସ/ରଣପୁର, ୮।୩(ସ୍ବ.ପ୍ର.)- ନୟାଗଡ ଜିଲା ରଣପୁର ବ୍ଲକ ଗଉଡିଆପଡା ରଣପୁର ରାସ୍ତାର ଗଉଡିଆପଡାଠାରେ ଶୁକ୍ରବାର ସନ୍ଧ୍ୟା ୬ଟାରେ କେତେକ ଯୁବକ ୨ଟି ଟାଟା ଏସିଇ...

ମର୍କତନଗର ଥାନାର ସୁରକ୍ଷା ଢିଲା: ଥାନା ଟେବୁଲ ଅଧିକାରୀମାନଙ୍କ ପାଇଁ ପାଲଟିଛି ବେଡ୍‌

ନରାଜ,୩୦ା୬(ଡିଏନ୍‌ଏ): ଶନିବାର ଅପରାହ୍ନ ପ୍ରାୟ ୩.୩୦। ମର୍କତନଗର ଥାନାର ମହିଳା ଓ ଶିଶୁ କଲ୍ୟାଣ ଡେସ୍କ ପ୍ରକୋଷ୍ଠ କବାଟ ଭିତରୁ ଆଉଜା ହୋଇଥାଏ। କବାଟ ଖୋଲି...

ଚିଲିକା ବିଧାୟକଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୋମବାର ସୁପ୍ରିମକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ମାନ୍ୟବର କୋର୍ଟ...

ପୁନରୁଦ୍ଧାର ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍‌’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା...

ଦିବ୍ୟାଙ୍ଗଙ୍କୁ ବିଭିନ୍ନ ଉପକରଣ ପ୍ରଦାନ

ଡୁବୁରୀ,୨୬।୯(ଡି.ଏନ୍‌.ଏ.): ଟାଟା ଷ୍ଟିଲ ପକ୍ଷରୁ ବୁଧବାର କଳିଙ୍ଗନଗର ଅଞ୍ଚଳର ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କରାଯାଇଛି। ଏ ନେଇ ଡୁବୁରୀସ୍ଥିତ କପିଳେଶ୍ୱର ମହାବିଦ୍ୟାଳୟ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୭୯୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

Advertisement
Archives

Model This Week