ମହୁମାଛି ଆକ୍ରମଣରେ ୩ ଗୁରୁତର

ଘସିପୁରା,୩ା୧୨(ନିରଞ୍ଜନ ସାହୁ): ମହୁମାଛି ଆକ୍ରମଣରେ ଭିନ୍ନ ଭିନ୍ନ ସ୍ଥାନରେ ୩ ଜଣ ଗୁରୁତର ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଘସିପୁରା ବ୍ଲକ ଖାଳିଆମେଣ୍ଟା ଗ୍ରାମର ପୂର୍ଣ୍ଣଚନ୍ଦ୍ର ଭୂୟାଁଙ୍କ ସ୍ତ୍ରୀ କୁନି(୫୧) ପୋଖରୀକୁ ଲୁଗା ସଫା କରିବାକୁ ଆସିବା ସମୟରେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ। ସେହିଭଳି ଘସିପୁରା ବ୍ଲକର ବରିପାଳ ଜରକସାହିର ବାବୁରାମ ଗୁୟାଁଙ୍କ ସ୍ତ୍ରୀ ଦଶମା (୪୫) ଏବଂ ଶିକ୍ଷକ ନବୀନ ଚନ୍ଦ୍ର ହୋ (୩୮) ରାସ୍ତାରେ ଯିବା ସମୟରେ ମହୁମାଛି ଆକ୍ରମଣର ଶିକାର ହୋଇ ଗୁରୁତର ହୋଇଥିଲେ। ଗୁରୁତରମାନଙ୍କୁଚିକିତ୍ସା ପାଇଁ ଆନନ୍ଦପୁର ମୁଖ୍ୟ କିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri