ଛେଳି ଚୋରି କରି ୩ ଗିରଫ

ଚିତ୍ରକୋଣ୍ଡା,୯ା୯(କ୍ଷୀରୋଦ ବେହେରା): ଛେଳି ଚୋରି କରି ତିନି ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ତିନି ଜଣ ଫେରାର ହୋଇଯାଇଛନ୍ତି।

ମିଳିଥିବା ସୂଚନାନୁଯାୟୀ, ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଦୋରାଗୁଡା ପଞ୍ଚାୟତ ଅନ୍ତର୍ଭୁକ୍ତ ଆର୍‌ଏସ୍‌ସି-୩ ନମ୍ବର ଗ୍ରାମର ସୁକୁ ଜାନିଙ୍କର ଛେଳି ଗତ ୬ ତାରିଖ ରାତିରେ ଚୋରି ହୋଇଯାଇଥିଲା। ସୁକୁ ଚିତ୍ରକୋଣ୍ଡା ଥାନାରେ ଏକ ଲିଖିତ ଅଭିଯୋଗ କରିବା ପରେ ଚିତ୍ରକୋଣ୍ଡା ଥାନା ଅଧିକାରୀ ମୁକୁନ୍ଦ ମେଲେକାଙ୍କ ନେତୃତ୍ୱରେ ଏଏସ୍‌ଆଇ ଅମୂଲ୍ୟ କୁମାର ଦୁରୁକାଙ୍କ ସହ ଏକ ଟିମ୍‌ ତଦନ୍ତ ଆରମ୍ଭ କରି ଚିତ୍ରକୋଣ୍ଡା ପୋଲିସ ଚୋରି ଛେଳି ସହ ତିନି  ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ତିନି ଜଣ ଅଭିଯୁକ୍ତ ଫେରାର ଅଛନ୍ତି। ଚିତ୍ରକୋଣ୍ଡା ଥାନା କେସ୍‌ ନମ୍ବର ୧୬୯/୨୩ରେ ୩ ଅଭିଯୁକ୍ତ ଚିତ୍ରକୋଣ୍ଡା ନୂଆସାହିର ସୀତାରାମ ହନ୍ତାଳ,ହରି ଖିଲ ଏବଂ ବେନିଆଗୁଡ଼ା ଗ୍ରାମର ରମେଶ ସାଗରଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି। ଫେରାର ଥିବା ୩ ଅଭିଯୁକ୍ତ ହେଉଛନ୍ତି ଅପରେଟ କଲୋନୀର ଗୋବିନ୍ଦ ଖିଲ, ଚିତ୍ରକୋଣ୍ଡା ନୂଆ କଲୋନୀର ଦହ ପାଙ୍ଗି ଓ ମୋହନ ହନ୍ତାଳ। ଏନେଇ ଚିତ୍ରକୋଣ୍ଡା ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଦୁଇଗୁଣ ଲାଭର ପ୍ରଲୋଭନ ଦେଇ ୫୩ ଲକ୍ଷ ଧାର ନେଇଥିଲେ, ଫେରସ୍ତ ବେଳକୁ ଚେକ୍‌ ବାଉନ୍ସ: ଅଭିଯୁକ୍ତଙ୍କୁ ବର୍ଷେ ଜେଲଦଣ୍ଡ ସହ…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି।…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri