ଖଲିସ୍ତାନ ହିଂସା ମାମଲାରେ ୩ ଗିରଫ

ମେଲବୋର୍ନ,୩୦ା୩: ମେଲବୋର୍ନ ଇଷ୍ଟ ନେବରିଂ ପୋଲିସ ଟିମ୍‌ ୩ ଜଣଙ୍କୁ ଗିରଫ କରିଥିବା ଗୁରୁବାର ସୂଚନା ଦେଇଛି। ଜାନୁୟାରୀ ୨୯ରେ ଫେଡେରେଶନ ସ୍କୋୟାରରେ ଚାଲିଥିବା ଖଲିସ୍ତାନ ଉପନିର୍ବାଚନ କାର୍ଯ୍ୟକ୍ରମରେ ପୋଲିସ ଉପସ୍ଥିତ ଥିବା ବେଳେ ଦୁଇ ଜଣଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା।

ଝଗଡ଼ାରେ ପତାକାର ଖମ୍ବକୁ ଅସ୍ତ୍ର ଭାବେ ବ୍ୟବହାର କରାଯାଇଥିଲା। ଯେଉଁଥିରେ ଅନେକ ଲୋକ ଆହତ ହୋଇଥିଲେ। ଉଭୟ ଅଭିଯୁକ୍ତଙ୍କୁ ପାରାମେଡିକ୍ସ ଦ୍ୱାରା ଘଟଣାସ୍ଥଳରେ ଚିକିତ୍ସା କରାଯାଇଥିଲା। ପରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ଏବେ ଆଉ ୩ ଜଣଙ୍କୁ ଗିରଫ କରାଯାଇଛି।

ଏହି ସପ୍ତାହରେ ଦୋଷୀ ସାବ୍ୟସ୍ତ ହୋଇଥିବା ସମସ୍ତଙ୍କୁ ଅଗଷ୍ଟ ୮ରେ ମେଲବୋର୍ନ ମାଜିଷ୍ଟ୍ରେଟ୍‌ କୋର୍ଟରେ ହାଜର ହେବାକୁ ଜାମିନ ଦିଆଯାଇଛି। ଅଧିକ ଅନୁସନ୍ଧାନ ଚାଲିଛି ଏବଂ ସେହି ଦିନଠାରୁ ପୋଲିସ ଅନ୍ୟ ଅପରାଧୀମାନଙ୍କୁ ଚିହ୍ନଟ କରିବା ଏବଂ ଗିରଫ କରିବା ପାଇଁ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

ଭେନେଜୁଏଲା ତୈଳ

ଭନେଜୁଏଲାର ତତ୍କାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ୮ ମାସ ତଳେ ଆମେରିକା ସେନା ଉଠାଇ ନେଇଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ…

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri