ଭାଜପାରୁ ୩ ନେତା ନିଲମ୍ବିତ

କେନ୍ଦୁଝର,୨୨ା୩ (ଡି.ଏନ୍‌.ଏ./ସ୍ବ.ପ୍ର.): ଦଳ ବିରୋଧୀ କାଯର୍ର୍‌ୟ ଅଭିଯୋଗରେ କେନ୍ଦୁଝର ଜିଲାର ୩ ନେତାଙ୍କୁ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଦଳର ପ୍ରାଥମିକ ସଦସ୍ୟପଦରୁ ନିଲମ୍ବନ କରିଛନ୍ତି। ସେମାନେ ହେଲେ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀମନ୍ତ ତ୍ରିପାଠୀ, ଗ୍ରାମୀଣ ସମ୍ପାଦକ ଜର୍ମାନ ମହାନ୍ତ ଓ ବାମେବାରୀ ମଣ୍ଡଳ ସଭାପତି ଗଣେଶ୍ୱର ମହାନ୍ତ। ଏହାବ୍ୟତୀତ ସେମାନଙ୍କ ବିରୋଧରେ କାହିଁକି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବ ସେଥିନେଇ ୭ ଦିନ ମଧ୍ୟରେ ଜଣାଇବା ପାଇଁ ରାଜ୍ୟ ସଭାପତି ନିର୍ଦ୍ଦେଶ ଦେଇଛନ୍ତି। ଚମ୍ପୁଆ ନିର୍ବାଚନ ମଣ୍ଡଳୀରେ କେତେକ କାର୍ଯ୍ୟକର୍ତ୍ତାଙ୍କୁ ନିଜ ସପକ୍ଷରେ ନେବା ଓ ସାମାଜିକ ଗଣମାଧ୍ୟମରେ ପ୍ରଚାର କରିବା ଯୋଗୁ ରାଜ୍ୟ କାର୍ଯ୍ୟାଳୟର ଚିଠି ନମ୍ବର ଏଲ୍‌ଡି୪୪/୨୩ ଅନୁଯାୟୀ ସେମାନଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଏ ସମ୍ପର୍କରେ ରାଜ୍ୟ ସଭାପତି ସମୀରଙ୍କୁ ପଚାରିବାରୁ ବିଶୃଙ୍ଖଳିତ କାର୍ଯ୍ୟ ପାଇଁ ସେମାନଙ୍କୁ ନିଲମ୍ବିତ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri