Posted inଜାତୀୟ

ଗଡସେଙ୍କ ମନ୍ତବ୍ୟ ଉପରେ ୧୦ ଦିନ ମଧ୍ୟରେ ୩ ଭାଜପା ନେତାଙ୍କଠାରୁ ଜବାବ ମାଗିଲେ ଶାହ

ନୂଆଦିଲ୍ଲୀ,୧୭।୫: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ ରାଜନେତା କମଲ ହାସନଙ୍କ ବିବାଦୀୟ ବୟାନ ପରେ ରାଜନୀତି ହୋଇଛି ସରଗରମ। କମଲ ହାସନ ଗଡସେଙ୍କୁ ହିନ୍ଦୁ ଆତଙ୍କବାଦୀ କହିବା ପରେ ଭାଜପା ନେତ୍ରୀ ସାଧ୍ୱୀ ପ୍ରଜ୍ଞା ଠାକୁର କହିଥିଲେ ଗଡସେ ଜଣେ ଦେଶଭକ୍ତ। ଏହାପରେ ପ୍ରଜ୍ଞାଙ୍କର ଏହି ବୟାନକୁ ନେଇ ସେ କ୍ଷମା ମାଗନ୍ତୁ ବୋଲି ଦାବି ହୋଇଥିଲା। ଏହାପରେ କେନ୍ଦ୍ର ମନ୍ତ୍ରୀ ଅନନ୍ତ କୁମାର ହେଗଡେ ଓ ନଳିନୀ କୁମାର କାଟିଲ ମଧ୍ୟ ହେଗଡେଙ୍କୁ ନେଇ ବିବାଦୀୟ ବୟାନ ଦେଉଛନ୍ତି। କାଟିଲ ତ ହେଗଡେ ଓ ଆତଙ୍କବାଦୀ କଷାବଙ୍କୁ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ସହ ତୁଳନା କରିଛନ୍ତି। ଏଭଳି ମନ୍ତବ୍ୟ ପରେ ଭାଜପା ଅଧ୍ୟକ୍ଷ ଅମିତ ଶାହ ଏହି ୩ ଭାଜପା ନେତାଙ୍କଠାରୁ ୧୦ ଦିନ ମଧ୍ୟରେ ଜବାବ ମାଗିଛନ୍ତି। ନଚେତ୍‌ ତାଙ୍କୁ ଭାଜପାର ଅନୁସାଶନ କମିଟିକୁ ସାମ୍ନା କରିବାକୁ ପଡିବ ବୋଲି ଶାହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବଜେଟ ବନ୍ଦ କରନ୍ତୁ ନାହିଁ: ପ୍ରଧାନମନ୍ତ୍ରୀଙ୍କୁ କେଜ୍‌ରିଓ୍ବାଲଙ୍କ ଚିଠି

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀ ବିଧାନସଭାରେ ମଙ୍ଗଳବାର ଉପସ୍ଥାପନ ହେବନାହିଁ ବଜେଟ। ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି।...

ସିବିଆଇ ପଚରା ଉଚରା ପୂର୍ବରୁ କାହିଁକି ଅଭିଶେକଙ୍କ ଘରେ ପହଞ୍ଚିଲେ ମମତା

କୋଲାକାତା,୨୩ ।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ହଠାତ୍ ଭଣଜା ଅଭିଶେକ ବାନାର୍ଜୀଙ୍କ ଘରେ ପହଞ୍ଚିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।...

ଅଭିଯୁକ୍ତଙ୍କ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ଜରୁରୀ, ହାଇକୋର୍ଟଙ୍କ ଗୁରୁତ୍ୱାରୋପ…

ଚେନ୍ନାଇ,୨୦।୧୧: ମାନସିକ ସମସ୍ୟା ରହିଥିବା ଅଭିଯୁକ୍ତଙ୍କ ଯାଞ୍ଚ୍‌ ଜରୁରୀ। ପ୍ରଥମେ ସେମାନଙ୍କୁ ଆବଶ୍ୟକ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ସୁବିଧା ଉପଲବ୍ଧ କରାଇବା ଆବଶ୍ୟକ ବୋଲି ପୋଲିସ,...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୮।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନାଁ ଧରୁନି। ଶନିବାର ପାକିସ୍ତାନ ରାଜୌରୀ ଜିଲାର ନୌସେରା ଏବଂ ଲାମ୍‌ ସେକ୍ଟରରେ ଥିବା ଭାରତୀୟ...

୪ ରାଜ୍ୟରେ କରୋନା ଟିକାଦାନ ଅଭ୍ୟାସ ପ୍ରକିୟା

ନୂଆଦିଲ୍ଲୀ,୨୮।୧୨: ଦେଶରେ ସାର୍ବଜନୀକ ଭାବେ କରୋନା ଟିକା ଦେବା ଲାଗି ଭାରତ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ମର୍ମରେ ସୋମବାର ପଞ୍ଜାବ, ଆନ୍ଧ୍ରପ୍ରଦେଶ, ଆସାମ...

୧୨ ବର୍ଷର ବାଳକ ଉପରେ ଲାଗିଲା ୨.୯ ଲକ୍ଷ ଟଙ୍କାର ଜରିମାନା

ଇନ୍ଦୋର,୧୯ ।୧୦: ମଧ୍ୟ ପ୍ରଦେଶରେ ଜଣେ ୧୨ ବର୍ଷର ବାଳକ ଉପରେ ରାମନବମୀରେ ଖରଗୋନରେ ହୋଇଥିବା ହିଂସା ସମୟରେ ଭଙ୍ଗାରୁଜା ଓ ସମ୍ପତ୍ତି ନଷ୍ଟ ଅଭିଯୋଗ...

ୟୁପି କ୍ୟାବିନେଟରେ ହେବନାହିଁ ପରିବର୍ତ୍ତନ

ନୂଆଦିଲ୍ଲୀ,୬।୬: ଉତ୍ତରପ୍ରଦେଶ ଭାଜପା ପ୍ରଭାରୀ ରାଧାମୋହନ ସିଂ ରବିବାର ରାଜ୍ୟପାଳ ଆନନ୍ଦୀ ବେନ୍‌ ପଟେଲଙ୍କୁ ଭେଟିବା ପରେ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟରେ ଅଦଳବଦଳ ହେବା କଳ୍ପନାଜଳ୍ପନାକୁ...

ଲିଗାସି ପାଇଁ ଲଢ଼େଇ

ମୁମ୍ବାଇ,୨ା୭: ଏକନାଥ ସିନ୍ଧେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କିଛି ସମୟ ପରେ ନିଜ ଟୁଇଟର ପ୍ରୋଫାଇଲ ବଦଳାଇଛନ୍ତି। ଶିବସେନା ପ୍ରତିଷ୍ଠାତା ବାଲାସାହେବ ଠାକ୍‌ରେଙ୍କ ସହ...

Advertisement
Archives

Model This Week