ମାଲବାହୀ ଟ୍ରେନ୍‌ର ୩ ବଗି ଲାଇନ୍‌ଚ୍ୟୁତ

କେନ୍ଦୁଝର,୬ା୬(ସ୍ବ.ପ୍ର.) କେନ୍ଦୁଝରଗଡ଼ ରେଳ ଷ୍ଟେଶନ ନିକଟରେ ମାଲବାହୀ ଟ୍ରେନ୍‌ର ୩ଟି ବଗି ଲାଇନ୍‌ଚ୍ୟୁତ ହେବା ଫଳରେ ଟ୍ରେନ୍‌ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି। ଆଜି ଦିନ ପ୍ରାୟ ୧୨.୩୦ରେ ନୟାଗଡ଼ ସାଇଡିଂ (ବଡ଼ବିଲ) ଅଭିମୁଖେ ଲୁହା ପଥର ଆଣିବାକୁ ଯାଉଥବା ବେଳେ ତିନୋଟି ଖାଲି ବଗି ହଠାତ୍‌ ରେଳ ଲାଇନରୁ ଓହ୍ଲାଇ ଯାଇଥିଲା। ଟ୍ରେନ୍‌ର ବେଗ କମ ଥିବାରୁ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲା ବୋଲି କୁହାଯାଉଛି। ଅଦ୍ୟାବଧି ଲାଇନ କ୍ଲିଅର୍‌ ହୋଇ ନ ଥିବା ବେଳେ ରେଳବାଇ ଅଧିକାରୀ ଓ ଯନ୍ତ୍ରୀମାନେ ଉଦ୍ୟମ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri