ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭ ଜଣଙ୍କ ନାଁରେ ଅପରାଧିକ ମାମଲା ରହିଛି। ୬ ଜଣଙ୍କ ନାଁରେ ହତ୍ୟା, ହତ୍ୟା ଉଦ୍ୟମ, ଠକେଇ, ଲାଞ୍ଚ ନେବା ମାମଲା ଥିବା ବେଳେ ୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, ମାଳବିକା ଦେବୀ ସବୁଠୁ ଧନୀ। କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକାଙ୍କ ସମ୍ପତ୍ତି ୪୧ କୋଟି ୯୮ ଲକ୍ଷ।
ଅନ୍ୟପଟେ, ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ, ଜଣେ ସ୍କୁଲ ମାଡ଼ି ନାହାନ୍ତି। ୭ ଜଣ ଦଶମ, ୫ ଜଣ ଦ୍ୱାଦଶ, ୧୦ ସ୍ନାତକ ଓ ୨ ଡକ୍ଟରେଟ ପାସ୍‌ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ମୋଟ ପ୍ରାର୍ଥୀରୁ ୧୯ ପ୍ରତିଶତ ଅର୍ଥାତ ୭ ମହିଳା ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ…

ରାଜ୍ୟରେ ପୁଣି ବଢ଼ିଲା ଶୀତ: ଆଗାମୀ ୩ ଦିନ କମିବ ପାରଦ, ଏସବୁ ଜିଲାରେ କୁହୁଡ଼ି

ଭୁବନେଶ୍ୱର,୬।୨: ରାଜ୍ୟରେ ଶୀତର ପ୍ରକୋପ ପୁଣି ଥରେ ଅନୁଭୂତ ହେବାକୁ ଲାଗିଛି। ଗତ ଦୁଇ ଦିନ ହେଲା ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ବଢ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri