ଚଳିତ ବର୍ଷ ଭଙ୍ଗା ଯିବନି ୩ ରଥ

ପୁରୀ ଅଫିସ,୨୨।୭-ଚଳିତ ବର୍ଷ ପୁରୀ ରଥଯାତ୍ରାର ୩ ରଥକୁ ଭଙ୍ଗାଯିବ ନାହିଁ। ଜଗନ୍ନାଥଙ୍କ ନନ୍ଦିଘୋଷ, ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ନ ଭାଙ୍ଗିବା ପାଇଁ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ପରିସରରେ ଏହି ୩ ରଥକୁ ରଖାଯିବ। ରଥକୁ ଖୋଲାଯାଇ ଜଗନ୍ନାଥ ବଲ୍ଲଭ ପରିସରକୁ ଅଣାଯିବ ଏବଂ ପରେ ପୁଣି ଫିଟିଂ କରାଯିବ। ଯଦି କିଛି ଅଂଶ ନଷ୍ଟ ହେଲା, ପୁଣି ତିଆରି କରାଯାଇ ଲଗାଯିବ ବୋଲି ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri