Posted inଜାତୀୟ

ପଛରେ ଚାଲିଛନ୍ତି ୩ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୦।୩: ନିକଟରେ ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ ଗଣତି ଚାଲିଛି। ବର୍ତ୍ତମାନ ସୁଦ୍ଧା ୩ ରାଜ୍ୟର ମୁଖ୍ୟମନ୍ତ୍ରୀ ସେମାନଙ୍କ ଆସନରେ ପଛୁଆ ଚାଲିଥିବା ଜଣାପଡ଼ିଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନି ଦୁଇଟି ଆସନରେ ପଛୁଆ ଚାଲିଛନ୍ତି। ସେ ଚମକୌର ସାହିବ ଏବଂ ଭାଦୌର ଆସନରୁ ନିର୍ବାଚନ ଲଢ଼ୁଛନ୍ତି। ଏଏପ୍‌ ପ୍ରାର୍ଥୀ ଚରନଜିତ ସିଂ ଚାମକୌର ସାହିବ ଆସନରେ ଆଗୁଆ ଥିବା ବେଳେ ସମାନ ପାର୍ଟିର ଲଭ ସିଂ ଉଗୋକେ ଭାଦୌରରୁ ଆଗରେ ଚାଲିଛନ୍ତି। ଚନ୍ନିଙ୍କ ଭଳି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏବଂ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ ସେମାନଙ୍କ ଆସନରେ ଏବେ ପଛରେ ଅଛନ୍ତି। ଏପରିକି ପଞ୍ଜାବ ରାଜ୍ୟ କଂଗ୍ରେସ ମୁଖ୍ୟ ନବଜୋତ୍‌ ସିଂ ସିଦ୍ଧୁ ମଧ୍ୟ ତାଙ୍କ ଆସନରେ ପଛରେ ଥିବା ସୂଚନା ମିଳିଛି। ଗଣତି ଆହୁରି ରାଉଣ୍ଡ ବାକି ଥିବାରୁ ଫଳାଫଳ ବଦଳି ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ଛାଡି ଭାଜପାରେ ଯୋଗଦେଲେ ୩ ବିଧାୟକ ୫୦ କାଉନସିଲର୍‌

ନୂଆଦିଲ୍ଲୀ,୨୮।୫: : ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପୁଣି ଥରେ ଲାଗିଛି ଝଟକା। ମଙ୍ଗଳବାର ତ୍ରୁଣମୂଳ କଂଗ୍ରେସର ୩ ବିଧାୟକ ଓ ୫୦ କାଉନସିଲର...

ସିଏପିଏଫ୍‌ ଯବାନଙ୍କ ମାନସିକ ସ୍ବାସ୍ଥ୍ୟ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ କରାଯିବ ଅବଗତ,ସୁପ୍ରିମ୍‌କୋଟଙ୍କ ଅନୁମତି…

ନୂଆଦିଲ୍ଲୀ,୧୪।୩ : କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସ (ସିଏପିଏଫ୍‌) ରେ ଥିବା ଯବାନମାନେ ଧୀରେଧୀରେ ନିଜର ମାନସିକ ସନ୍ତୁଳନ ହରାଇ ବସୁଥିବା ଦେଖିବାକୁ ମିଳୁଛି। ଯବାନଙ୍କ ମାନସିକ...

ଏହି ଅଣ୍ଡର ଓ୍ବାଟର ସୁଡ଼ଙ୍ଗ ସାହାଯ୍ୟରେ ଚାଇନାକୁ ପାନେ ଦେବ ଭାରତ

ନୂଆଦିଲ୍ଲୀ,୨୭ା୭: ବ୍ରହ୍ମପୁତ୍ର ନଦୀରେ ଆସୁଥିବା ବନ୍ୟା ଚାଇନାର ପ୍ରତ୍ୟେକ ଷଡ଼ଯନ୍ତ୍ରକୁ ଶକ୍ତି ପ୍ରଦାନ କରିଥାଏ ଏବଂ ଆମର ସମସ୍ତ ପ୍ରସ୍ତୁତିକୁ ପଛରେ ପକାଇଥାଏ। ଏଥିପାଇଁ ଅରୁଣାଚଳ...

ସଡ଼କ ଦୁର୍ଘଟଣାରେ ସହାୟତାକାରୀଙ୍କୁ ମିଳିବ ଏକ ଲକ୍ଷ ପୁରସ୍କାର…

ଲକ୍ଷ୍ନୌ,୨୩।୧୦: ଏଣିକି ସଡ଼କ ଦୁର୍ଘଟଣାରେ ସହାୟତାକାରୀଙ୍କୁ ସରକାର ଏକ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରିବେ। ଏସମ୍ପର୍କରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ...

ଡାକ ଟିକେଟ-ଶହେ ଟଙ୍କିଆ ମୂଦ୍ରା ଜାରି କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ୧୦୦ତମ ବାର୍ଷିକୀ ଉତ୍ସବରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗଦେଇଥିଲେ। ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟ ୧୦୦ ବର୍ଷ ପୂରଣ...

ରାଜ୍ୟ ସଭାରେ ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି

ନୂଆଦିଲ୍ଲୀ,୧୫।୩: ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି ରାଜ୍ୟ ସଭାରେ ପରିଲକ୍ଷିତ ହୋଇଛି। ପୂର୍ବରୁ ଭାରତରେ ଜାରି ରହିଥିବା କୃଷକ ଆନ୍ଦୋଳନ ନେଇ ବ୍ରିଟେନ ସଂସଦରେ ତର୍କବିତର୍କ ହୋଇଥିଲା।...

ଇସ୍ତଫା ଦେଲେ ଚନ୍ନି

ଚଣ୍ଡିଗଡ,୧୧।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଚରଣଜିତ ସିଂ ଚନ୍ନି ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କ ନିକଟରେ...

ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମ ଯୋଗୁ ଗୁଜରାଟ ପରେ ମୁମ୍ବାଇ-ଦିଲ୍ଲୀରେ ବଢ଼ିଲା କରୋନା ସଂକ୍ରମଣ: ସଞ୍ଜୟ ରାଉତ

ମୁମ୍ବାଇ,୩୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ଶିବସେନା ସଦସ୍ୟ ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମ...

Advertisement
Archives

Model This Week