Posted inଜାତୀୟ

ପଛରେ ଚାଲିଛନ୍ତି ୩ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୦।୩: ନିକଟରେ ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ ଗଣତି ଚାଲିଛି। ବର୍ତ୍ତମାନ ସୁଦ୍ଧା ୩ ରାଜ୍ୟର ମୁଖ୍ୟମନ୍ତ୍ରୀ ସେମାନଙ୍କ ଆସନରେ ପଛୁଆ ଚାଲିଥିବା ଜଣାପଡ଼ିଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନି ଦୁଇଟି ଆସନରେ ପଛୁଆ ଚାଲିଛନ୍ତି। ସେ ଚମକୌର ସାହିବ ଏବଂ ଭାଦୌର ଆସନରୁ ନିର୍ବାଚନ ଲଢ଼ୁଛନ୍ତି। ଏଏପ୍‌ ପ୍ରାର୍ଥୀ ଚରନଜିତ ସିଂ ଚାମକୌର ସାହିବ ଆସନରେ ଆଗୁଆ ଥିବା ବେଳେ ସମାନ ପାର୍ଟିର ଲଭ ସିଂ ଉଗୋକେ ଭାଦୌରରୁ ଆଗରେ ଚାଲିଛନ୍ତି। ଚନ୍ନିଙ୍କ ଭଳି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏବଂ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ ସେମାନଙ୍କ ଆସନରେ ଏବେ ପଛରେ ଅଛନ୍ତି। ଏପରିକି ପଞ୍ଜାବ ରାଜ୍ୟ କଂଗ୍ରେସ ମୁଖ୍ୟ ନବଜୋତ୍‌ ସିଂ ସିଦ୍ଧୁ ମଧ୍ୟ ତାଙ୍କ ଆସନରେ ପଛରେ ଥିବା ସୂଚନା ମିଳିଛି। ଗଣତି ଆହୁରି ରାଉଣ୍ଡ ବାକି ଥିବାରୁ ଫଳାଫଳ ବଦଳି ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷରଧାମ୍‌ ଆକ୍ରମଣର ମାଷ୍ଟର ମାଇଣ୍ଡ ଗିରଫ

ଗାନ୍ଧୀନଗର,୨୭ା୭(ପି.ଟି.): ଅକ୍ଷରଧାମ୍‌ ମନ୍ଦିର ଆକ୍ରମଣ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ମହମ୍ମଦ ୟାସିନ୍‌ ଭଟ୍ଟଙ୍କୁ ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ଶୁକ୍ରବାର ଜମ୍ମୁ-କଶ୍ମୀରର ଅନନ୍ତନାଗରୁ ଗିରଫ...

ଏନ୍‌ଜିଟିର ନଦୀ ସୁରକ୍ଷା ଚିନ୍ତା

ନୂଆଦିଲ୍ଲୀ, ୨୩।୧୧(ପି.ଟି.): ଦେଶର ନଦୀ, ହ୍ରଦ ଓ ଜଳାଶୟଗୁଡ଼ିକର ସୁରକ୍ଷା ଲାଗି ପର୍ଯ୍ୟାପ୍ତ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଏଗୁଡ଼ିକର ସୁରକ୍ଷା ଲାଗି ନୋଡାଲ ଏଜେନ୍ସି...

ଭାଜପା ନେତାଙ୍କ ଘରେ କଂଗ୍ରେସ ବିଧାୟକ: କର୍ନାଟକ ରାଜନୀତିରେ ହଲ୍‌ଚଲ୍‌

ବେଙ୍ଗାଲୁରୁ, ୨୬।୫: ପୁଣି ଥରେ କର୍ନାଟକ ରାଜନୀତି ସରଗରମ ହୋଇଛି। କଂଗ୍ରେସର ଦୁଇ ବିଧାୟକ ଭାଜପା ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ ଏମ...

ଏଲ୍‌ଓସି ନିକଟରେ ଗ୍ରେନେଡ୍‌ ବିସ୍ଫୋରଣ, ଜଣେ ଅଧିକାରୀଙ୍କ ସମେତ ଜେସିଓ ଶହୀଦ୍‌…

ଶ୍ରୀନଗର,୧୮।୭ : ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ମେଣ୍ଢର ସେକ୍ଟରରେ ଏଲଓସି ନିକଟରେ ଯବାନମାନେ ଡ୍ୟୁଟି କରୁଥିବା ସମୟରେ ହଠାତ୍‌ ଏକ ଗ୍ରେନେଡ ବିସ୍ଫୋରଣ ଘଟିଛି। ଏହି...

କରୋନାରେ ସଂକ୍ରମିତ ହେଲେଣି ୬୧ ହଜାର ଯବାନ

ନୂଆଦିଲ୍ଲୀ,୨୮।୮: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ଏବେ ଦିନକୁ ୭୦ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସମସ୍ତଙ୍କୁ ଚିନ୍ତାରେ...

କଥା ରଖିଲେ ନୀତୀଶ

ପାଟନା,୧ ।୩: ବିହାର ବିଧାନସଭା ନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟବାସୀଙ୍କୁ କଥା ଦେଇଥିଲେ ଯେ କରୋନା ଟିକା ମାଗଣାରେ ଦେବେ । ଏବେ...

ପାକିସ୍ତାନକୁ ଆକାଶ ପଥ ମାଗିଲା ଭାରତ

ନୂଆଦିଲ୍ଲୀ,୧୮।୯: ଭାରତ ପାଇଁ ପାକିସ୍ତାନ ତା’ର ଆକାଶ ପଥ ବନ୍ଦ କରି ଦେଇଥିବା ବେଳେ ଏବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପାଇଁ ଭାରତ ପାକିସ୍ତାନକୁ ତା’ର...

ଦିଲ୍ଲୀରେ କୃଷକଙ୍କ ରଣହୁଙ୍କାର

ନୂଆଦିଲ୍ଲୀ,୧୮।୯: କୃଷକ ଓ ଶ୍ରମିକଙ୍କ ସମସ୍ୟାକୁ ନେଇ ଦିଲ୍ଲୀରେ ଗର୍ଜିବ ଭାରତୀୟ କୃଷକ ସଂଗଠନ। ଭାରତୀୟ କୃଷକ ସଂଗଠନ ନେତୃତ୍ୱରେ ହଜାର ହଜାର କୃଷକ ସହାରନପୁରରୁ...

Advertisement
Archives

Model This Week