Posted inଫୁରସତ

ମହାକାଶରୁ ଫେରିଲେ ୩ ଚାଇନା ଆଷ୍ଟ୍ରୋନଟ୍‌

ବେଜିଂ: ଚାଇନାର ୩ ମହାକାଶଚାରୀ ଗତ ୬ ମାସ ଧରି ଟିଆନ୍‌ଗୋଙ୍ଗ୍‌ ମହାକାଶ ଷ୍ଟେଶନରେ ବିତାଇବା ପରେ ସୋମବାର ସୁରକ୍ଷିତ ଭାବେ ପୃଥିବୀକୁ ଫେରି ଆସିଛନ୍ତିଛନ୍ତି। ଟିଆନ୍‌ଗୋଙ୍ଗ୍‌ ନିମ୍ନ କକ୍ଷପଥ ମହାକାଶ ଷ୍ଟେଶନର ବିକାଶ ପାଇଁ ଏହି ୩ ମହାକାଶଚାରୀ ସେଠାରେ ରହି ଅନେକ ଗବେଷଣା କରିଛନ୍ତି।
ମହାକାଶଚାରୀ ୟେ ଗୁଆଙ୍ଗ୍‌ଫୁ, ଲି କୋଙ୍ଗ୍‌ ଓ ଲି ଗୁଆଙ୍ଗ୍‌ସୁଙ୍କୁ ନେଇ ‘ଶେନ୍‌ଝୋଉ-୧୮’ କ୍ୟାପ୍‌ସୁଲ ଉତ୍ତର ଚାଇନାର ଆଭ୍ୟନ୍ତରୀଣ ମଙ୍ଗୋଲିଆ ସ୍ବୟଂସାୟିତ ଅଞ୍ଚଳର ଡେଙ୍ଗ୍‌ଫେଙ୍ଗ୍‌ ସାଇଟରେ ଅବତରଣ କରିଛି। ୧୯୨ ଦିନ ମହାକାଶରେ ରହିବା ପରେ ମଧ୍ୟ ଏହି ମିଶନର ୩ କ୍ରିଉ ସଦସ୍ୟଙ୍କର ସ୍ବାସ୍ଥ୍ୟ ଭଲ ଅଛି ଏବଂ ‘ଶେନ୍‌ଝୋଉ-୧୮’ ମାନବ ମିଶନ ସଫଳ ହୋଇଥିବା ନେଇ ଚାଇନା ମ୍ୟାନ୍‌ଡ ସ୍ପେସ୍‌ ଏଜେନ୍ସି(ସିଏମ୍‌ଏସ୍‌ଏ) ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ‘ଶେନ୍‌ଝୋଉ-୧୮’ ମିଶନର କମାଣ୍ଡର ୟେ ଗୁଆଙ୍ଗ୍‌ଫୁ ବର୍ଷକରୁ ଅଧିକ ସମୟ ଧରି ମହାକାଶରେ ରହିଥିବା ଚାଇନାର ପ୍ରଥମ ଆଷ୍ଟ୍ରୋନଟ ହୋଇପାରିଛନ୍ତି। ପୂର୍ବରୁ ୨୦୨୧ ଅକ୍ଟୋବରରୁ ୨୦୨୨ ଏପ୍ରିଲ ପର୍ଯ୍ୟନ୍ତ ସେ ଚାଇନାର ‘ଶେନଝୋଉ-୧୩’ ମିଶନରେ ଜଣେ କ୍ରିଉ ସଦସ୍ୟ ଭାବେ ମହାକାଶରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ପଦକ ହାତଛଡ଼ା ହେବାର ବଡ଼ କାରଣ କହିଲେ ଏହି ଆଥଲେଟ୍‌

ନୂଆଦିଲ୍ଲୀ,୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକଧାରୀ ସେଲଭା ପ୍ରଭୁଙ୍କ ମତରେ ଫୁଡ୍‌ ପଏଜନିଂ କାରଣରୁ ସେ ଗ୍ଲାସଗୋରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଛନ୍ତି। ସେଲଭା ପୁରୁଷ ଟ୍ରିପଲ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri