୪୨ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସୋମବାର ୪୨ ଡିଗ୍ରୀ ଉପରେ ୩ ସହର ତାପମାତ୍ରା ରେକର୍ଡ କରାଯାଇଛି। ବଲାଙ୍ଗୀର ୪୨.୬, ଟିଟିଲାଗଡ ୪୨.୫ ଏବଂ ବୌଦ୍ଧରୁ ୪୨ ଡିଗ୍ରୀ ରହିଥିବା ବେଳେ ଝାରସୁଗୁଡା ୪୦.୮, ଭବାନୀପାଟଣା ୪୦.୬, ସୋନପୁର ୪୦.୬, ସୁନ୍ଦରଗଡ ୪୦.୫ ଓ ସମ୍ବଲପୁର ତାପମାତ୍ରା ୪୦.୧ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି କଟକ ୩୪.୨ ଓ ଭୁବନେଶ୍ୱରରେ ୩୪.୪ ଡିଗ୍ରୀ ତାପମାତ୍ରା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାରୀ ଯେବେ ସାଜେ ପୁରୁଷ

ଈଶ୍ୱର ଭିନ୍ନ ଭିନ୍ନ ଉଦ୍ଦେଶ୍ୟ ରଖି ସୃଷ୍ଟି କରିଛନ୍ତି ନାରୀ ଓ ପୁରୁଷ। ତେବେ ବେଳେବେଳେ ଏମିତି ସମୟ ଆସିଛି ଯେତେବେଳେ ନାରୀଟିଏ ପୁରୁଷ ସାଜିବା...

ଓଡ଼ିଆ ଭାଷା ପୁସ୍ତକରେ ପିଲା ପଢ଼ୁଛନ୍ତି ଇଂଲିଶ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପିଲାଙ୍କୁ ଗୁଣବତ୍ତାର ଶିକ୍ଷା ପ୍ରଦାନ କରିବା ଲାଗି ସବୁ ପ୍ରକାର ଚେଷ୍ଟା କରୁଥିଲେ ମଧ୍ୟ ଅନେକଥର ତ୍ରୁଟି ପରିଲକ୍ଷିତ...

ବିଏମସିର ନୂଆ ଗାଇଡଲାଇନ: ଖୋଲିବ ସ୍ପା, ସେଲୁନ ଓ ପାର୍ଲର

ଭୁବନେଶ୍ୱର,୧୯।୫(ବ୍ୟୁରୋ)-ଗତ ୧୮ ତାରିଖରୁ ସାରା ଦେଶରେ ୪ର୍ଥ ପର୍ଯ୍ୟାୟ ଲକଡାଉନ ଜାରି ହୋଇଛି। ଏ ନେଇ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ନୂଆ ଗାଇଡଲାଇନ...

ଜିଲାକୁ ଫାଇଲେରିଆ ମୁକ୍ତ କରିବା ଲକ୍ଷ୍ୟ: ‘ସାମୂହିକ ଔଷଧ ସେବନ ଲାଭଦାୟକ’

ଢେଙ୍କାନାଳ ଅଫିସ, ୯।୮-ଢେଙ୍କାନାଳକୁ ଫାଇଲେରିଆ ମୁକ୍ତ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଗୁରୁବାରଠାରୁ ଆରମ୍ଭ ହୋଇଛି ସାର୍ବଜନୀନ ଔଷଧ ସେବନ କାର୍ଯ୍ୟକ୍ରମ। ଜିଲାପାଳ ଭୂମେଶ...

ବାଳକାଟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖୋଲିଲା କରୋନା ସ୍ବାବ କେନ୍ଦ୍ର, ପ୍ରଥମ ଦିନରେ ୫ ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ

ବାଳକାଟୀ,୧ା୪(ଡି.ଏନ୍‌.ଏ)- ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକର ବାଳକାଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସ୍ଥାନୀୟ ସରଦେଇପୁରସ୍ଥିତ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ କରୋନା ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ ପାଇଁ...

ସ୍ବାମୀଙ୍କ ଘର ଆଗରେ ସ୍ତ୍ରୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୩ା୯: ଅଧିକ ଯୌତୁକ ଦାବି ନେଇ ଜଣେ ରେଲଓ୍ବେ କର୍ମଚାରୀ ତାଙ୍କ ସ୍ତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର...

ପ୍ରଶାସନ ପାଣ୍ଠି ଦେଲେ ସମାଧାନ

ଅନୁଗୋଳ ଅଫିସ, ୨୦।୧୦ ଅନୁଗୋଳ ସହରରେ ବୁଲା ଗୋରୁଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସକାଳୁ ରାତିଯାଏ ଏମାନେ ବିଭିନ୍ନ ରାସ୍ତାକୁ କବ୍‌ଜା...

ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ୧୭୯୩ରେ ପହଞ୍ଚିଲା

ରାଜନଗର, ୧୪ା୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଉପାୟରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ସଂଖ୍ୟା ଚଳିତବର୍ଷ ବୃଦ୍ଧି...

Advertisement
Archives

Model This Week