ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ ଏବଂ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ଯୁବ ବାହିନୀ ତରଫରୁ ଆବର୍ଜନା ମୁକ୍ତ ଅଭିଯାନ

କୃଷ୍ଣପ୍ରସାଦ,୧୮ା୭(ଡି.ଏନ୍‌.ଏ.): ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ‘ମୋ ବେଳାଭୂମି’ ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ଉପକୂଳସ୍ଥିତ ପର୍ଯ୍ୟଟନ ସ୍ଥଳରୁ ଆବର୍ଜନା ମୁକ୍ତ...

ଆନ୍ତଃରାଜ୍ୟ ବସ୍‌ ଚଳାଚଳ ନେଇ ନିଆଯାଇନାହିଁ ନିଷ୍ପତ୍ତି

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ନିୟମ କୋହଳ କରାଯାଇଥିଲେ ସୁଦ୍ଧା ଆନ୍ତଃରାଜ୍ୟ ବସ୍‌ ଚଳାଚଳ ନେଇ ଅନିଶ୍ଚିତତା ଜାରି ରହିଛି। ଏ ନେଇ ଶନିବାର ପ୍ରତିକ୍ରିୟା ରଖି...

ପ୍ରେମିକର ବର୍ବରକାଣ୍ଡ: ପ୍ରେମିକାଙ୍କ ବେକ କାଟିଦେଲେ

କାମାକ୍ଷାନଗର, ୨୧।୮(ଡି.ଏନ୍‌.ଏ.): ପ୍ରେମିକାଙ୍କୁ ପିଛା କରି ସୁନ୍ଦରଗଡ଼ରୁ ଚାଲିଆସିଲେ ଢେଙ୍କାନାଳ। ରାତାରାତି ତାଙ୍କୁ ଧରି ଫେରାର ହୋଇଯିବାକୁ କରିଥିଲେ ଯୋଜନା। ହେଲେ ଏଥିରେ ଯୁବତୀ ଜଣକ...

୭ମ ରାଜ୍ୟ ଟେଲି ପୁରସ୍କାର:‘ରହିଛି ରହିବି ତୋରି ପାଇଁ’ ଶ୍ରେଷ୍ଠ ଧାରାବାହିକ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):୨୦୧୮ ମସିହା ଲାଗି ମଙ୍ଗଳବାର ୭ମ ରାଜ୍ୟ ଟେଲି ପୁରସ୍କାର ଘୋଷଣା ହୋଇଛି। ଏଥର ଶ୍ରେଷ୍ଠ ଟେଲି ଧାରାବାହିକ ଭାବେ ପ୍ରଦ୍ୟୁମ୍ନ କୁମାର ଲେଙ୍କାଙ୍କ ‘ରହିଛି...

ଭର୍ତ୍ତୃହରି ମହତାବ ଅସୁସ୍ଥ: ପୁଅ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୧।୧୨(ବ୍ୟୁରୋ): କଟକ ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଅସୁସ୍ଥତା ଖବର ଜାଣିବା ପରେ...

କୋଭିଡ୍‌ ଟିକା ପାସ୍‌ ନ ଥିଲେ ରେଷ୍ଟୁରାଣ୍ଟ୍‌-ଜିମ୍‌ରେ ପ୍ରବେଶ ମନା…

ନ୍ୟୁୟର୍କ,୪।୮: ଆମେରିକାରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ନ୍ୟୁୟର୍କ ସହରରେ କେତେକ ସର୍ବସାଧାରଣ ସ୍ଥଳକୁ ଯିବା ଲାଗି କଟକଣା ଜାରି...

କୋଭିଡ-୧୯ରୁ ସୁସ୍ଥ ହୋଇଛନ୍ତି କି? ଦିନଚର୍ଯ୍ୟା ପ୍ରତି ହୁଅନ୍ତୁ ଯତ୍ନବାନ, ଏପରି ରଖନ୍ତୁ ନିଜ ସ୍ବାସ୍ଥ୍ୟର ଯତ୍ନ

ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟେହ ହଜାର ହଜାର ସଂଖ୍ୟାରେ ଲୋକ ଏଥିରେ ଆକ୍ରାନ୍ତ ହେଉଛନ୍ତି। ଏସବୁ ଭିତରେ ଅଧିକାଂଶ...

ବରଗଡ଼ରେ ଚାଞ୍ଚଲ୍ୟ: ଯୁବକଙ୍କ ଗଳା କାଟି ହତ୍ୟା

ବରଗଡ଼ ଅଫିସ,୨୯।୯: ବରଗଡ଼ ସହର ଉପକଣ୍ଠ ଅମ୍ବାପାଲି ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ କୌଣସି ଧାରୁଆ ଅସ୍ତ୍ରରେ ଜଣେ...

Advertisement
Archives

Model This Week