ଗଞ୍ଜାମ ସହରରୁ ୩ କରୋନା ପଜିଟିଭ ଚିହ୍ନଟ: ସୂଚନା ଦେଲେ ଜିଲାପାଳ

ଗଞ୍ଜାମ,୫।୪(ଡି.ଏନ୍‌.ଏ.): ଗତ କିଛି ମାସ ବ୍ୟବଧାନ ପରେ ଗଞ୍ଜାମ ସହରରେ ପୁଣି ମହାମାରୀ କରୋନା ଆତଙ୍କ ସୃଷ୍ଟି କରିଛି l ଏହି ସହରରେ ୩ଜଣ କରୋନା ଆକ୍ରାନ୍ତ ହୋଇଥିବା ଖୋଦ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସୋମବାର ସୂଚନା ଦେଇଛନ୍ତି l କରୋନା ଦ୍ୱିତୀୟ ଷ୍ଟ୍ରେନ୍‌ ଆସିବା ଫଳରେ ଏହାର ମୁକାବିଲା ପାଇଁ ଜିଲାପାଳ ବିଭିନ୍ନ ସଚେତନତା ବାର୍ତ୍ତା ଦେଉଛନ୍ତି। ସ୍ଥାନୀୟ ପ୍ରଶାସନର ସଚେତନତା ଅଭାବରୁ ସହରରେ ଅଧିକାଂଶ ଲୋକେ ମାକ୍ସ ପିନ୍ଧୁ ନାହାନ୍ତି କି ସାମାଜିକ ଦୂରତା ଅବଲମ୍ବନ କରୁ ନାହାନ୍ତି ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଉଛି l


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଫୁଟ୍‌ ତଳକୁ ଖସିଲା ଗାଡ଼ି

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ତଥା ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅ ଦିବ୍ୟକାମ ମହାନ୍ତିଙ୍କ କାର୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି।...

ମିଳୁନି ଲାଭ, ତଥାପି ଛାଡି ହେଉନି ବୃତ୍ତି

ରୂପ୍‌ସା,୯।୧: ବାଉଁଶରୁ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରସ୍ତୁତ କରିବା ହେଉଛି ଆମର କୌଳିକ ବୃତ୍ତି। ଅଧିକ ଲାଭ ମିଳୁ ନ ଥିଲେ ବି ବୃତ୍ତିକୁ...

ବରଗଡ଼ରେ ପୁଣି ୧୮ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଞ୍ଚିଲା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ରବିବାର ପୁଣି ୧୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲି ଗ୍ରାମର...

ଅନିଶ୍ଚିତତାରେ ଚଉଷଠି ଯୋଗିନୀ ମହୋତ୍ସବ

ବାଳକାଟୀ,୨୧।୧୨(ଡି.ଏନ୍‌.ଏ): ରାଜ୍ୟରେ କରୋନା କଟକଣା କୋହଳ ହେବା ସହ ସଭା, ସମିତି, ଉତ୍ସବ କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ କରିବାକୁ ସରକାର କହିଛନ୍ତି। ତେବେ ରାଜଧାନୀ ଉପକଣ୍ଠ...

ଶୌଚ ହେବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଲେ, ବୃଦ୍ଧ ଗୁରୁତର

ଲୋଇସିଂହା, ୧୪।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ଗାଣ୍ଡପଲି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି।...

ରୋଗୀଙ୍କୁ ଷ୍ଟ୍ରେଚରରେ ବୋହିଲେ ୨କି.ମି.

ଖୋର୍ଦ୍ଧା ଅଫିସ,୭ା୧୦:ସହାୟତା କରିବା ପାଇଁ ଅର୍ଥର ଆବଶ୍ୟକତା ନ ଥାଏ। ଆବଶ୍ୟକ ଥାଏ ଉଦାର ହୃଦୟ ଓ ମନ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଖୋର୍ଦ୍ଧା...

ବାଲି ଚୋରାଚାଲାଣ ୧୦ ଗାଡିରୁ ୧ଲକ୍ଷ ଟଙ୍କା ଜରିମାନା ଆଦାୟ

ଚନ୍ଦ୍ରଗିରି,୧ା୮(ଡି.ଏନ.ଏ.): ମୋହନା ବ୍ଲକ ଖସଡ଼ା ରାମନଦୀରୁ ବେଆଇନ ବାଲି ଚାଲାଣ ହେଉଛି। ମୋହନା ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ କଲ୍ୟାଣୀ ସଂଘମିତ୍ରା ଦେବୀ ଗୁରୁବାର ବାଲି...

ଛତିଶଗଡ଼ କବ୍‌ଜାରେ ମହୁଲପାହାଡ଼

ଲଖନପୁର,୨୬।୨(ଡି.ଏନ୍‌.ଏ.): ଓଡିଶା-ଆନ୍ଧ୍ରପ୍ରଦେଶ ସୀମାରେ ଥିବା କୋରାପୁଟ ଜିଲା କୋଟିଆ ପଞ୍ଚାୟତକୁ ନେଇ ଉଭୟ ରାଜ୍ୟ ମଧ୍ୟରେ ଦେଖାଦେଇଛି ସୀମା ବିବାଦ। ଏ ନେଇ ଚଳିତ ବିଧାନସଭାରେ...

Advertisement


Archives

Model This Week