କଟକରୁ ୩ ପଜିଟିଭ ଚିହ୍ନଟ: ଅଛନ୍ତି ୨ କ୍ୱାରାଣ୍ଟାଇନ, ୧ ସ୍ଥାନୀୟ ଅଞ୍ଚଳର

କଟକ ଅଫିସ, ୬।୭: କଟକ ସହରରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ କ୍ୱାରାଣ୍ଟାଇନରେ ଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ମାଣିକଘୋଷ ବଜାରରୁ ଜଣେ ୫୯ ବର୍ଷୀୟ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ୬୨ ବର୍ଷୀୟ ଜଣେ ବୃଦ୍ଧ ପେଡ୍‌ କ୍ୱାରାଣ୍ଟାଇନ ଥିବା ବେଳେ ପଜିଟିଭ ଚିହ୍ନଟ ହୋିଛନ୍ତି। ସେ ପଶ୍ଚିମବଙ୍ଗରୁ ଫେରିଥିଲେ। ଏଥିସହ ଏକ ଘରୋଇ ନର୍ସିଂହୋମର ଜଣେ ୫୮ ବର୍ଷୀୟ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଏ ନେି କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ସୂଚନା ମିଳିଛି।
ବର୍ତ୍ତମାନ ପର୍ଯ୍ୟନ୍ତ ସିଏମ୍‌ସି ଅଞ୍ଚଳରୁ ୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇଛନ୍ତି। ୧୬୯ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିଖୋଜ ଘଟଣା:ବିବାହ ପାଇଁ ମନା କରିବାରୁ ତଣ୍ଟି ଚିପି ହତ୍ୟା

ବସ୍ତା, ୧୧।୬(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଜାମଶୁଳୀ ଗ୍ରାମର ଜଣେ କଲେଜ ଛାତ୍ରୀ ୪ ମାସ ଧରି ନିଖୋଜ ହେବା ଘଟଣାର ସୋମବାର ଗୁମର...

ଅପରାହ୍ନ ୨ଟା ପରେ ଗଣ୍ଡିବେଡ ବଜାର ବନ୍ଦ

ଖଇରା, ୧ା୫(ଡି.ଏନ.ଏ.)-କୋଭିଡର ଦ୍ରୁତ ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡିଶା ରାଜ୍ୟ ବଣିକ ସଂଘ ଡାକରାରେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଜାର ବଣିକ...

ଓଡ଼ିଶାରେ କାମ କରିବାକୁ ଦକ୍ଷିଣ କୋରିଆ କମ୍ପାନୀ ଆଗ୍ରହ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଦକ୍ଷିଣ କୋରିଆ ଓ ଓଡ଼ିଶା ମଧ୍ୟରେ ଦ୍ବି-ପାକ୍ଷିକ ବାଣିଜ୍ୟ ସୁଯୋଗ ସୃଷ୍ଟି ଉପରେ ରାଜ୍ୟ ସରକାରଙ୍କ ସହିତ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସ...

ଶୀତ ପାଇଁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଶୀତ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସ୍ଥାନକୁ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନରେ ମାତ୍ରାଧିକ ଭିଡ଼ ଓ ପର୍ଯ୍ୟଟକଙ୍କୁ ସୁହାଇବା...

ସବୁ ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୦,୫୨୧ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫,୯୪୫ ଜଣ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌ ସାକ୍ଷୀଗୋପାଳ, ୭।୩(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶୁକଳ ପଞ୍ଚାୟତ ଜିଆର୍‌ଏସ୍‌ ଛବି ନାରାୟଣ ପଣ୍ଡା ଲାଞ୍ଚ...

ଜଙ୍ଗଲରେ ଖଞ୍ଜା ଯାଇଥିଲା ବମ୍‌, ଗିଳିଦେଲା ବଳଦ; ଆଉ ତା’ ପରେ…

ପରଜଙ୍ଗ,୪।୨(ଡି.ଏନ୍‌.ଏ.): ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ଖଞ୍ଜା ଯାଇଥିବା ବମ୍‌ ଖାଇ ଗୋଟିଏ ବଳଦ ଗୁରୁତର ହୋଇପଡ଼ିଛି। ଘଟଣାଟି ଘଟିଛି ଢେଙ୍କାନାଳ ବନଖଣ୍ଡ ମହାବିରୋଡ୍‌ ରେଞ୍ଜ...

କରୋନା ଭୂତାଣୁର ମୂଳ ଖୋଜାଯାଉ

ନୂଆଦିଲ୍ଲୀ,୧୯ା୫(ପି.ଟି.): ପ୍ରାଣଘାତୀ କରୋନା ଭୂତାଣୁର ମୂଳ ଖୋଜି ବାହାର କରିବା ସହ ଏହି ସଙ୍କଟର ମୁକାବିଲା ଲାଗି ବିଶ୍ୱସ୍ତରରେ ନିଆଯାଇଥିବା ପଦକ୍ଷେପଗୁଡ଼ିକର ନିରପେକ୍ଷ ତଥା ବିସ୍ତୃତ...

Advertisement


Archives

Model This Week