ଚାଇନା ବିରୋଧରେ ଭାରତକୁ ସମର୍ଥନ କଲେ ୩ ଦେଶ

ବେଜିଂ,୧।୯: ଚାଇନା ନୂତନ ମାନଚିତ୍ରକୁ ଭାରତ ପ୍ରତ୍ୟାଖ୍ୟାନ କରି ତାଗିଦ କରିସାରିଛି। ଏଥି ସହିତ ଫିଲିପାଇନ୍ସ, ମାଲେସିଆ, ଭିଏତନାମ ଏବଂ ତାଇୱାନ ସରକାର ମଧ୍ୟ ଚାଇନାର ନୂତନ ମାନଚିତ୍ରକୁ ବିରୋଧ କରିଛନ୍ତି। ଭାରତ ପରେ ଚାଇନା ନୂତନ ମାନଚିତ୍ରକୁ ଗ୍ରହଣ ପାଇଁ ଏହି ଦେଶଗୁଡ଼ିକ ମଧ୍ୟ ସମ୍ପୂର୍ଣ୍ଣ ଭାବେ ମନା କରି ଦେଇଛନ୍ତି। ଏହା ସହିତ ଡ୍ରାଗନକୁ ଅନ୍ତର୍ଜାତୀୟ ନିୟମ ମାନିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।
ମାନଚିତ୍ରରେ ଅରୁଣାଚଳ ପ୍ରଦେଶ ଏବଂ ଅକ୍ସାଇ ଚୀନ ନିଜ ଅଞ୍ଚଳର ଦାବି କରିଛି ଦାବି କରିଛି ଚାଇନା। ଏହାକୁ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ମଧ୍ୟ ଚାଇନାର ଦାବିକୁ ଅସ୍ବୀକାର କରିଛି। ଚାଇନାର ପଦକ୍ଷେପ ଉପରେ ପ୍ରତିକ୍ରିୟା ପ୍ରକାଶ କରି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କହିଛନ୍ତି ଯେ, କେବଳ ଅବୈଧ ଦାବି କରି ଅନ୍ୟ ଲୋକଙ୍କ ଅଞ୍ଚଳ ତୁମର ହୋଇପାରିବ ନାହିଁ।
ଚାଇନାର ମାନଚିତ୍ରରେ ବର୍ଣ୍ଣିତ ଦକ୍ଷିଣ ଚାଇନା ସାଗର ଉପରେ ହୋଇଥିବା ଦାବି ଉପରେ ମାଲେସିଆ ସରକାର ଚାଇନାକୁ ଏକ ବିରୋଧ ପତ୍ର ପଠାଇବେ ବୋଲି କହିଛନ୍ତି। ମାନଚିତ୍ର ସଂସ୍କରଣ ୨୦୨୩ ମାଲେସିଆର ସାମୁଦ୍ରିକ କ୍ଷେତ୍ରଗୁଡିକ ମଧ୍ୟ ଚିତ୍ରିତ ହୋଇଛି। ସେହିପରି ଫିଲିପାଇନ୍ସ ସରକାର ଚାଇନାର ତଥାକଥିତ ନୂତନ ମାନଚିତ୍ରର ୨୦୨୩ ସଂସ୍କରଣକୁ ସମାଲୋଚନା କରିଛନ୍ତି। ଭିଏତନାମ ସରକାର ମଧ୍ୟ ଚାଇନାକୁ ନୂତନ ମାନଚିତ୍ରକୁ ନେଇ ପ୍ରତ୍ୟାଖାତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri