କଟକରେ ୩ କୋର୍ଟ ମାଇକ୍ରୋ କଣ୍ଟେନ୍‌ମେଣ୍ଟ

କଟକ ଅଫିସ୍‌,୧୪।୧: କଟକରେ ୩ଟି କୋର୍ଟ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା ହୋଇଛି। ସିଭିଲ୍‌ କୋର୍ଟ, ଏସ୍‌ଡିଜେଏମ୍‌, ଜିଲା ଦୌରାଜଜ କୋର୍ଟକୁ କଣ୍ଟେନ୍‌ମେଣ୍ଟ କରାଯାଇଛି। କରୋନା ମାମଲା ବଢିଯିବା ପରେ ସିଏମ୍‌ସିଙ୍କ ପକ୍ଷରୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା ହୋଇଛି। କେବଳ କଟକ ସିଭିଲ୍‌ କୋର୍ଟ ପରିସରରୁ ୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ମହାନ୍ତିଙ୍କ ବିୟୋଗ ଏକ ଯୁଗର ଅନ୍ତ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୭(ବ୍ୟୁରୋ)- ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି ଯେ...

କିଡ୍‌ନୀ ଚୋରି ମାମଲା: ଆପୋଲୋ ହସ୍ପିଟାଲ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): କିଡ୍‌ନୀ ଚୋରି ସଂକ୍ରାନ୍ତ ମାମଲାରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ପକ୍ଷରୁ କରାଯାଇଥିବା ଯୁକ୍ତିକୁ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଖାରଜ କରିଛନ୍ତି। ଏଥିସହ...

ସ୍ବାମୀ-ସ୍ତ୍ରୀଙ୍କ ଝଗଡ଼ାରେ ଚାଲିଗଲା ପଡ଼ୋଶୀର ଜୀବନ

ଭବାନୀପାଟଣା,୧।୫: କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଏକ ଅଘଟଣ ଘଟିଛି । ସହରର ମନ୍ଦାରବଗିଚାପଡ଼ାରେ ରାଜୁ ରଣା ନାମକ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ...

ଆକ୍ରମଣ ମାମଲା, ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

ପାଟପୁର,୩ା୧-ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ ନ୍ୟାୟଳୟର ମାଜିଷ୍ଟେଟ ବିଷ୍ଣୁ ପ୍ରସାଦ ଦେବତା ଏକ ଆକ୍ରମଣ ମାମଲାର ଶୁଣାଣି କରି ପାଟପୁର ଥାନା ଜିଉରା ଗ୍ରାମର ଅଭିଯୁକ୍ତ...

ନୀଳରକ୍ତ କଙ୍କଡା ସୁରକ୍ଷା ପାଇଁ ବେଳାଭୂମି ସଫେଇ

ରୂପସା, ୯ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅନ୍ତର୍ଗତ ବଗଦା ବେଳାଭୂମିରେ ସୋମବାର ସଫେଇ ଅଭିଯାନ ଆରମ୍ଭ ହୋଇଛି। ସମୁଦ୍ରରେ ନୀଳରକ୍ତ କଙ୍କଡାର ସୁରକ୍ଷା...

ହାତ ଚଳୁଥିଲା ପର୍ଯ୍ୟନ୍ତ ଭାତ ମିଳୁଥିବ

କଟକ ଅଫିସ,୨୮।୨: କର୍ମ ହିଁ ମଣିଷକୁ ପରିଚୟ ଦିଏ। ହେଲେ ସମୟ ମଣିଷର କର୍ମ ଓ ପରିଚୟକୁ ବି ବଦଳାଇପାରେ। ସମୟ ବଦଳିବା ସହିତ ମଣିଷ...

କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ଚୟନ ପ୍ରକ୍ରିୟାରେ ଚଞ୍ଚକତା ଅଭିଯୋଗ

ଆନନ୍ଦପୁର,୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରରେ ନୂତନ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଛି। ଚଳିତ ୨୧୦୯-୨୦ ଶିକ୍ଷାବର୍ଷରେ ଛାତ୍ରୀଛାତ୍ରଙ୍କର ନାମଲେଖା କରାଯାଇ ପାଠ୍ୟକ୍ରମ ଅନୁଯାୟୀ ପାଠପଢ଼ା ଆରମ୍ଭ...

ଅଧିକ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତି ଦେବାକୁ ଦାବି

ହାଟଡିହୀ, ୧୬ା ୭ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନରେ ରହିଛି ୩୧ଟି ପଞ୍ଚାୟତ । ବିଭିନ୍ନ ଦୃଷ୍ଟି କୋଣରୁ ଏହି ବ୍ଲକ ଏକ...

Advertisement


Archives

Model This Week