କଟକରେ ୩ କୋର୍ଟ ମାଇକ୍ରୋ କଣ୍ଟେନ୍‌ମେଣ୍ଟ

କଟକ ଅଫିସ୍‌,୧୪।୧: କଟକରେ ୩ଟି କୋର୍ଟ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା ହୋଇଛି। ସିଭିଲ୍‌ କୋର୍ଟ, ଏସ୍‌ଡିଜେଏମ୍‌, ଜିଲା ଦୌରାଜଜ କୋର୍ଟକୁ କଣ୍ଟେନ୍‌ମେଣ୍ଟ କରାଯାଇଛି। କରୋନା ମାମଲା ବଢିଯିବା ପରେ ସିଏମ୍‌ସିଙ୍କ ପକ୍ଷରୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା ହୋଇଛି। କେବଳ କଟକ ସିଭିଲ୍‌ କୋର୍ଟ ପରିସରରୁ ୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କିଙ୍ଗ୍‌, ଇନ୍‌ସ୍ୟୁରାନ୍ସ ସେବା ସ୍ବାଭାବିକ ପାଇଁ କେନ୍ଦ୍ର ଓ ରାଜ୍ୟ ଅଧିକାରୀଙ୍କ ବୈଠକ:ଓଡ଼ିଶା ଆପଣାଇବ କେରଳ ମଡେଲ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ଫନୀ ପ୍ରଭାବିତ ଅଞ୍ଚଳରେ ବ୍ୟାଙ୍କ ଓ ବୀମା ସେବାକୁ ପୂର୍ବଭଳି ସ୍ବାଭାବିକ କରିବାକୁ ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର...

ପୁଣି ଏକ୍‌ମୋ ଚିକିତ୍ସାବେଳେ ଗଲା ଜୀବନ

କଟକ ଅଫିସ, ୧୩।୯: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଏକ୍‌ମୋ ସପୋର୍ଟରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର...

‘ପ୍ରାଣୀ, ପକ୍ଷୀଙ୍କ ସେବାରୁ ମିଳୁଛି ଆତ୍ମତୃପ୍ତି’

ବନ୍ତ,୧୯।୪ (ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତରୁ ପୁରୀ ୨୩୦ କି.ମି. ମାତ୍ର ୨୮ ଘଣ୍ଟାରେ ଦୌଡ଼ି ଚର୍ଚ୍ଚାରେ ଥିଲେ ଯୁବ ଧାବକ ସୌରଭ ସେଠୀ। ମାନସିକ ଅନଗ୍ରସର,...

ବାଣ ଫୁଟାଇବାକୁ କେନ୍ଦ୍ରକରି ଦୁଇଗୋଷ୍ଠୀ ମୁହାଁମୁହିଁ ଯୁବକଙ୍କୁ ଭୁଜାଲିରେ ହାଣି ମୁଣ୍ଡକୁ ଛେଚି ହତ୍ୟା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର(ଡି.ଏନ୍‌.ଏ.): ଏୟାରଫିଲ୍ଡ ଥାନାଠାରୁ ମାତ୍ର ଶହେ ମିଟର ଦୂର ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛପାର୍ଶ୍ୱରେ ରବିବାର ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ବାଣଫୁଟାକୁ...

ରାଜ୍ୟରେ କରୋନା ନେଲା ଆଉ ୭ ମୁଣ୍ଡ: କେବଳ ଏହି ଜିଲାରୁ…

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି।...

ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକ ଉଦ୍ଧାର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଏହି ଶ୍ରମିକମାନେ କାମ ଆଶାରେ ଠିକା ସଂସ୍ଥା ଦ୍ୱାରା ଶ୍ରୀଲଙ୍କା ଯାଇଥିଲେ। ସେଠାରେ ଦୈନିକ...

‘ନୃତ୍ୟଗୀତ ମାନସିକ ଶାନ୍ତି ଦିଏ’

ଭୁବନ, ୧୮ା୫(ଡି.ଏନ.ଏ.)-ସାଂସ୍କୃତିକ ଅନୁଷ୍ଠାନ ‘ନଟରାଜ କଳାବିକାଶ କେନ୍ଦ୍ର’ର ୭ମ ବାର୍ଷିକ ଉତ୍ସବ ସ୍ଥାନୀୟ ରାମମନ୍ଦିର ପରିସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ବରିଷ୍ଠ...

ଚୋରାଚାଲାଣ ବେଳେ ଆଳୁ ଟ୍ରକ୍‌ ଜବତ: ୨ ଗିରଫ

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ର ସୁଯୋଗ ନେଇ ଆଳୁ କଳାବଜାର କରାଯାଉଥିବାବେଳେ ଖାଉଟି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିିତିରେ ନ୍ୟସ୍ତସ୍ବାର୍ଥ ବ୍ୟବସାୟୀ ଆଳୁ ଅନ୍ୟତ୍ର ଚାଲାଣ...

Advertisement
Archives

Model This Week