ରାଜ୍ୟରେ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୨।୩(ବ୍ୟୁରୋ): ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।