ଜଳିଗଲା ଗୁହାଳ, ଜିଅନ୍ତା ଜଳିଗଲେ ୩ ଗାଈ

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ବଡ଼ସାହିରେ ଅଗ୍ନିକାଣ୍ଡ ଘଟି ସନ୍ତୋଷ ସାହୁ, ସଦାନନ୍ଦ ସାହୁ ଏବଂ କାଳୁ ସାହୁଙ୍କ ଗାଈ ଗୁହାଳ ସମ୍ପୂର୍ଣ୍ଣ ଜଳିଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ସନ୍ତୋଷଙ୍କ ୩ଟି ଗାଈ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିଥିଲେ। ବୁଧବାର ସକାଳେ ରାଜସ୍ବ ବିଭାଗ କ୍ଷେତ୍ର ଅଧିକାରୀ ବୃନ୍ଦ ଗ୍ରାମରେ ପହଞ୍ଚି କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରି ଦିଗପହଣ୍ଡି ତହସିଲଦାରଙ୍କୁ ରିପୋର୍ଟ ପ୍ରଦାନ କରିଥିବା ଜଣାପଡିଛି। ଚାଷୀ ପ୍ରକାଶଙ୍କ ଦୁଧିଆଳି ଗାଈ ମୃତ୍ୟୁବରଣ କରିଥିବାରୁ ସେ ମ୍ରିୟମାଣ ହୋଇ ପଡ଼ିଛନ୍ତି। ବିପନ୍ନଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri