୩ କୋଟିର କଂକ୍ରିଟ ରାସ୍ତା ୬ ମାସରେ ଫାଟି ଆଁ

ପାଟଣା,୬।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତର ମଝି ସାହିରେ କେନ୍ଦୁଝର ଗ୍ରାମ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମିତ ୬.୮୪୦ କିମି କଂକ୍ରିଟ ରାସ୍ତା ଫାଟି ଫାଳ ଫାଳ ହୋଇ ଯାଇଥିବା ଦେଖିବାକୁ ମିଳିଛି।

ସୂଚନା ଯୋଗ୍ୟ, ଉକ୍ତ କଂକ୍ରିଟ ରାସ୍ତାଟି ୩ କୋଟି ଟଙ୍କା ବ୍ୟୟରେ ୬ ମାସ ତଳେ ନିର୍ମାଣ କରାଯାଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ହେଲେ ନିମ୍ନମାନର କାର୍ଯ୍ୟ ଯୋଗୁ ଏହି କଂକ୍ରିଟ ରାସ୍ତା ଫାଟି ଫାଳଫାଳ ହୋଇ ଯାଇଛି। ଏହାର ତୁରନ୍ତ ପୁନଃନିର୍ମାଣ ସହ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗ୍ରାମର ମହିଳାମାନେ ଦାବି କରିଛନ୍ତି। ଏନେଇ ଗ୍ରାମ ଉନ୍ନୟନ ବିଭାଗ ତୁରୁମୁଙ୍ଗା ଯନ୍ତ୍ରୀ ଦେବ୍ରତ ମହାନ୍ତିଙ୍କୁ ପଚାରିବାରୁ ସେ କହିଛନ୍ତି, ୬ ମାସ ତଳେ ଉକ୍ତ କାର୍ଯ୍ୟଟି ବିଭାଗ ତରଫରୁ ଏଜେନ୍ସି ମାଧ୍ୟମରେ ସମ୍ପନ୍ନ ହୋଇଥିଲା। ରାସ୍ତା ଫାଟିବାର ସଠିକ୍‌ କାରଣ ଜଣାପଡିନାହିଁ। ଗୁରୁବାର ଏସଡିଓଙ୍କ ନେତୃତ୍ୱରେ ଏକ ଉଚ୍ଚ ସ୍ତରୀୟ କମିଟି ଗାଁକୁ ଯାଇ ଏହାର ତଦନ୍ତ କରିବା ପରେ ରାସ୍ତା ଫାଟିବାର କାରଣ ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବୋର୍ଡ ଅଧ୍ୟକ୍ଷଙ୍କୁ ୮ ସପ୍ତାହ ମଧ୍ୟରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ

ଭବାନୀପାଟଣା,୨୨।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଫାଟକ ବନ୍ଦ ଫଳରେ ଆମ୍ବୁଲାନ୍ସ ଅଟକି ରହିବା ଯୋଗୁ ସାପ କାମୁଡାରେ ଗୁରୁତର ଥିବା ରେଖା ବାଗ ନାମ୍ନୀ...

ବିବାହ ଭୋଜିକୁ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୮ ଗୁରୁତର

ମାଲକାନଗିର,୯ା୩(ଡି.ଏନ୍‌.ଏ): ଏକ ବିବାହ ଭୋଜି ପାଇଁ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ୪୦୭ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାରୁ ପ୍ରକାଶ ଯେ, ସୋମବାର ମାଲକାନଗିରି ଜିଲା...

ଅବହେଳିତ ଅବସ୍ଥାରେ ମିନି ଷ୍ଟାଡିୟମ

ଚିତ୍ରକୋଣ୍ଡା,୧।୧୨(ଡି.ଏନ.ଏ.):  କେନ୍ଦ୍ର ଓ ରାଜ୍ୟ ସରକାର କ୍ରୀଡ଼ାର ବିକାଶ ପାଇଁ ବ୍ଲକ ଓ ପଞ୍ଚାୟତ ଷ୍ଟାଡିୟମ ଓ ମିନି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ସେଠାରେ ବିଭିନ୍ନ...

ନୋ ଏଣ୍ଟ୍ରି ଜୋନ୍‌ରେ ପରିବହନ ଟ୍ରକ୍‌ ଚଳାଚଳ

ଯାଜପୁର ରୋଡ,୫।୪(ଡି.ଏନ.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ଯାଜପୁର-କେନ୍ଦୁଝର ରୋଡ ରେଳଷ୍ଟେଶନକୁ ଲାଗି ରହିଥିବା ମାଲ ଗୋଦାମ ସହରବାସୀଙ୍କ ପାଇଁ କାଳ ହୋଇଛି। ପରିବହନ ଟ୍ରକ ଚଳାଚଳରେ...

ସିପିଆଇ ପକ୍ଷରୁ ବ୍ଲକ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ

ନିମାପଡ଼ା,୨।୬(ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ୍‌ ଓ କାଳବୈଶାଖୀ ପ୍ରଭାବରେ ନିମାପଡ଼ାରେ କୃଷି ଓ କୃଷକମାନଙ୍କ ବହୁଳ ଭାବେ କ୍ଷତି ଘଟିଛି। ଏଭଳି ପରିସ୍ଥିତିରେ କୃଷକମାନଙ୍କୁ ଅଣଦେଖା କରାଯିବା...

କୋଦୁଓବେରେଣୀ-ଭାପୁର ରାସ୍ତା ଶୋଚନୀୟ

ଖୋର୍ଦ୍ଧା,୨୪ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଧୀନ କୋଦୁଓବେରେଣୀଠାରୁ ନୟାଗଡ଼ ଜିଲା ଭାପୁର (ବାଇପାସ୍‌)କୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି।...

ବିଡିଓଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

ଗଞ୍ଜାମ,୨୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଶ୍ରେଷ୍ଠ ବିଡିଓ ଭାବେ ଗଞ୍ଜାମ ବ୍ଲକ ବିଡିଓ ବିଶ୍ୱଜିତ ରାୟଙ୍କୁ ସାଧାରଣତନ୍ତ୍ର ଦିବସ ଅବସରରେ ଛତ୍ରପୁର ଷ୍ଟାଡିଅମଠାରେ ଶିଶୁ କଲ୍ୟାଣ ମନ୍ତ୍ରୀ...

ମାଲକାନଗିରିରେ ଖୋଲିଲା ଧାନମଣ୍ଡି

ମାଲକାନଗିରି,୩୦ା୧୧(ଡି.ଏନ୍‌.ଏ.): ସୋମବାର ମାଲକାନଗିରି ଜିଲାରେ ଚାଷୀମାନଙ୍କ ନିକଟରୁ ଧାନ କିଣିବା ପାଇଁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଧାନମଣ୍ଡି ଖୋଲାଯାଇଛି। ସଦର ମହକୁମା ନିୟନ୍ତ୍ରିତ ବଜାର...

Advertisement
Archives

Model This Week