ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ କରିଛନ୍ତି। ଏ ନେଇ ଟେଲିଫୋନ୍ରେ AICCକୁ ଜଣାଇ ଦିଆଯାଇଛି ବୋଲି ସେ କହିଛନ୍ତି। ରମେଶ ଜେନା କ୍ରସ ଭୋଟିଂ କରିବେ ବିଶ୍ବାସ କରୁ ନ ଥିଲି। ବିଧାନସଭାରେ ଆମେ ସେମାନଙ୍କ ସହ ଆଉ ବସିବୁ ନାହିଁ ବୋଲି ସେ କହିଛନ୍ତି।

