ଆଜିଠାରୁ ୩ ଦିନିଆ ଓଡ଼ିଶା ସ୍କିଲ୍‌ କନ୍‌କ୍ଲେଭ

ଭୁବନେଶ୍ୱର,୨୦।୪: ରାଜ୍ୟର ବିକାଶ ଓ ନୂଆ ବିଶ୍ୱ ପାଇଁ ଦକ୍ଷତା ପ୍ରଦର୍ଶନ କରିବା ଲକ୍ଷ୍ୟରେ ଗୁରୁବାରଠାରୁ ଏକ ୩ ଦିନିଆ ଓଡ଼ିଶା ସ୍କିଲ୍‌ କନ୍‌କ୍ଲେଭ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜନ ହେବାକୁ ଯାଉଛି। ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ଓଡ଼ିଶା ସ୍କିଲ୍‌ କନ୍‌କ୍ଲେଭ-୨୦୨୩ରେ ୨୦୦୦ରୁ ଅଧିକ ଶିକ୍ଷାର୍ଥୀଙ୍କ ସମେତ ୧୦୦୦ରୁ ଅଧିକ ଶିଳ୍ପପତି ଏବଂ ୧୦୦ରୁ ଊର୍ଦ୍ଧ୍ୱ ବକ୍ତାଙ୍କ ସମେତ ୭ଟି ସ୍ବତନ୍ତ୍ର ପ୍ୟାନେଲ ଆଲୋଚନାଚକ୍ରର କାର୍ଯ୍ୟକ୍ରମ ରହିଛି। ଏପ୍ରିଲ ୨୦ରୁ ୨୨ ପର୍ଯ୍ୟନ୍ତ ଏହି ୩ ଦିନିଆ ଦକ୍ଷତା ଉତ୍ସବରେ ୧୫୦ରୁ ଅଧିକ ପ୍ରଦର୍ଶକ ଏବଂ ରାଜ୍ୟର ବହୁ ବରିଷ୍ଠ ଅଧିକାରୀ ଓ ଶିଳ୍ପ ପ୍ରତିନିଧି ଉକ୍ତ ଉତ୍ସବରେ ସାମିଲହେବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତ ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?