ପାରଳାଖେମୁଣ୍ଡି ୩ ଦିନ ଶଟ୍‌ଡାଉନ

ପାରଳାଖେମୁଣ୍ଡି,୮।୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଆସନ୍ତା ଶୁକ୍ରବାର, ଶନିବାର ଓ ରବିବାର ୩ ଦିନ ପାରଳାଖେମୁଣ୍ଡି ସହର ଶଟଡାଉନ ରହିବ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ସେହିପରି ପାରଳାଖେମୁଣ୍ଡିକୁ ସଂଯୋଗ କରୁଥିବା ସବୁ ରାସ୍ତା ସିଲ କରାଯିବ। ୬୦ଟି ମେଡିକାଲ ଟିମ ଦ୍ୱାରା ସହରରେ ସ୍କ୍ରିନିଂ ହେବ। ଏଥିରେ ୧୬ ସେକ୍ଟର ଅଫିସର ଟିମ, ୪ଟି ପୋଲିସ ଟିମ ନିୟୋଜିତ ହେବେ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?