ଭୋଟ ଦେବା ପାଇଁ ମିଳିବ ୩ ଦିନ ଛୁଟି

ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୬ରୁ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ର୍ନିବାଚନ ଅନୁଷ୍ଠିତ ହେବ। ଏହି ଭୋଟ ଗ୍ରହଣ ପାଇଁ ସରକାରୀ କର୍ମଚାରୀଙ୍କୁ ଛୁଟି ମିଳିବ। ସରକାରୀ, ସରକାରୀ ଅନୁବନ୍ଧିତ, ନିଗମ, ବୋର୍ଡ କର୍ମଚାରୀଙ୍କୁ ମିଳିବା ନେଇ ପଞ୍ଚାୟତିରାଜ ସଚିବସମସ୍ତ ସଚିବ, ଆର୍‌ଡିସି ଓ ଜିଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।

ଯେଉଁମାନେ ପଞ୍ଚାୟତ ନିର୍ବାଚନ ଭୋଟ ଦେବାକୁ ଆଗ୍ରହୀ ଥିବେ, ସେମାନଙ୍କୁ ଆବେଦନ କରିବାକୁ ପଡ଼ିବ। ଏହା ପରେ ସରକାରୀ କର୍ମଚାରୀଙ୍କୁ ୩ ଦିନ ସ୍ପେଶାଲ କାଜୁଆଲ ଲିଭ୍‌ ଦିଆଯିବ। ଭୋଟ ପୂର୍ବଦିନ, ଭୋଟ ଦିନ ଏବଂ ପରଦିନକୁ ମିଶାଇ ମୋଟ ୩ ଦିନ ଛୁଟି ମିଳିବ। ଛୁଟିରେ ରହିଲେ ବି କର୍ମଚାରୀଙ୍କୁ ଦରମା ମିଳିବ ବୋଲି ଚିଠିରେ ଉଲ୍ଲେଖ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଷ୍ଟକୋଷ୍ଟର ଟିଟିଆଇ ପାର୍ବତୀ

କଟକ ଅଫିସ,୬।୧୨:ଟ୍ରେନ୍‌ ଟିକେଟ୍‌ ଇନ୍ସପେକ୍ଟର(ଟିଟିଆଇ) ଡ୍ୟୁଟି ଅତ୍ୟନ୍ତ କଷ୍ଟକର। ଡ୍ୟୁଟିବେଳେ ଅନେକ ସମୟରେ ପ୍ରତିକୂଳ ପରିସ୍ଥିତି ସାମ୍ନା କରିବାକୁ ପଡ଼ିଥାଏ। ଗୋଟିଏ ଜୋନ୍‌ରୁ ଅନ୍ୟ ଜୋନ୍‌କୁ...

ଶରଧାବାଲିରେ ଲାଗିଲା ୩ ରଥ

ପୁରୀ ଅଫିସ,୧୨।୭: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ୩ ରଥ। ଅପରାହ୍ନ ୪.୩୦ରେ ବଳଭଦ୍ରଙ୍କ ତାଳଧ୍ବଜ ରଥ ପହଞ୍ଚି ଥିବା ବେଳେ ୫ଟାରେ ଭଉଣୀ ସୁଭଦ୍ରାଙ୍କ...

ମାହାଙ୍ଗା ଡବଲ ମର୍ଡର ଘଟଣା,ଫେରାର ମୁଖ୍ୟ ଅଭିଯୁକ୍ତ ମୃତ

ମାହାଙ୍ଗା/ନିଶ୍ଚିନ୍ତକୋଇଲି/ସାଲେପୁର/ଟାଙ୍ଗୀ (କଟକ), ୭ା୨(ସ୍ବ.ପ୍ର./ ଡି.ଏନ୍‌.ଏ.): ମାହାଙ୍ଗା ଡବଲ ମର୍ଡର ଓ ବିକାଶ ଜେନା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ...

ବସିବ ରଥଯାତ୍ରା ପ୍ରସ୍ତୁତି ସମନ୍ବୟ ବୈଠକ, ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୮।୬: ମହାପ୍ରଭୁଙ୍କ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା...

ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଫଳ

ଭୁବନେଶ୍ୱର,୯।୯: ଓଡ଼ିଶା ସିଭିଲି ସର୍ଭିସ-୨୦୧୯ ମେନ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇଛି। ଏନେଇ ଲୋକସେବା ଆୟୋଗ(ଓପିଏସସି)ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ୩୦୭ଜଣ ପ୍ରାର୍ଥୀ...

କୋଇଲା ଉତ୍ତୋଳନ ପରେ ହେଉନି ବାଲି ଫିଲିଂ

ତାଳଚେର,୨୦ା୮(ନି.ପ୍ର.)ତାଳଚେରସ୍ଥିତ ଏମ୍‌ସିଏଲର ଥିବା କୋଇଲା ଖଣିଗୁଡିକରୁ କୋଇଲା ଉତ୍ତୋଳନ ପରେ ସେଠାରେ ଠିକ୍‌ ପରିମାଣର ବାଲି ଫିଲିଂ କରାଯାଉ ନାହିଁ। ଏ ନେଇ ତାଳଚେର ଭୂଗର୍ଭ...

ହସ୍ପିଟାଲ ଛାତରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ

ଢେଙ୍କାନାଳ ଅଫିସ,୧୩ା୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ୫ମ ମହଲାରୁ ଶନିବାର ଅପରାହ୍ନରେ ଚନ୍ଦନ ନାୟକ(୩୭) ନାମକ ଜଣେ ରୋଗୀ ତଳକୁ ଡେଇଁ ପଡ଼ି ଗୁରୁତର...

ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ, ୨୨।୩ : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଶର୍ମିଷ୍ଠା...

Advertisement
Archives

Model This Week