ମର୍ମନ୍ତୁଦ ଦୁର୍ଘଟଣା: ଭୋଜି ଖାଇ ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଟ୍ରକ୍‌

ଟେନସା,୧୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ରେଙ୍ଗାଲବେଢା ଠାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଥିବା ଜଣାପଡିଛି। ଗୁରୁତରଙ୍କୁ ପ୍ରଥମେ କୋଇଡା ଡାକ୍ତରଖାନା ଏବଂ ପରେ ରାଉରକେଲାକୁ ସ୍ଥାନାନ୍ତରିତ କରାଯାଇଛି। ଖବରପାଇ କୋଇଡା ଆଇଆଇସି ମନୋରଞ୍ଜନ କୁମ୍ବାରଙ୍କ ସମେତ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମଙ୍ଗଳବାର କୋଇଡା ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସନ୍ଧ୍ୟାରାଣୀ ନାଏକଙ୍କ ପରିବାର ୫ଜଣ ଏକ ସ୍କରପିଓ ଗାଡ଼ିରେ କେନ୍ଦୁଝର ଜିଲାକୁ ବିବାହ ଭୋଜି ଖାଇବାକୁ ଯାଇଥିଲେ। ରାତିରେ କୋଇଡା ଫେରୁଥିଲେ । ସେହି ସମୟରେ ଏକ ହାଇଓ୍ବା ଟ୍ରକ୍‌ ସ୍କରପିଓ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଶିଶୁ ସମେତ ଏକ ଯୁବତୀଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri