ବିଳାସପୁର, ୮ା୭: ଛତିଶଗଡ଼ର ରାୟପୁରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିକୁ ଯାଉଥିବା ଏକ ବସ୍ ବିଳାସପୁର ଜିଲାରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ଧକ୍କା ଦେବାରୁ ୩ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଶୁକ୍ରବାର ସକାଳେ ବେଲତରା ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି। ୪୦ ଜଣ ଲୋକଙ୍କୁ ନେଇ ବସ୍ଟି ଅମ୍ବିକାପୁରରୁ ରାୟପୁର ରାଲିକୁ ଯାଉଥିଲା। ପ୍ରବଳ ବର୍ଷା ଯୋଗୁ ରାସ୍ତା ପାର୍ଶ୍ୱରେ ଛିଡ଼ାହୋଇଥିବା ଏକ ଟ୍ରକ୍କୁ ବସ୍ ଡ୍ରାଇଭର ସ୍ପଷ୍ଟ ଭାବେ ଦେଖିପାରି ନ ଥିଲେ। ଫଳରେ ବସ୍ଟି ଉକ୍ତ ଟ୍ରକ୍କୁ ପଛପଟୁ ଧକ୍କା ଦେଇଥିଲା।
ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…
ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍ବ ବିମାନ ବାତିଲ କରାଯାଇଛି।...
ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ
ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...
ଦାମୀ କାର ଭିତରେ ସିକ୍ରେଟ୍ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…
ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...
ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….
ନୂଆଦିଲ୍ଲୀ, ୨୦।୧୨: ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...
୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି
ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...
ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!
ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...
ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…
ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ
ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...
Archives


