Posted inଜାତୀୟ

ବାଣ କାରଖାନାରେ ବିସ୍ଫୋରଣ ଘଟି ୩ ମୃତ: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆନ୍ଧ୍ରପ୍ରଦେଶ,୧୧।୧୧: ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲାର ତାଡେପାଲିଗୁଡେମ ମଣ୍ଡଳର କାଦିୟାଡ୍ଡା ଗ୍ରାମରେ ଗୁରୁବାର ଏକ ବାଣ କାରଖାନାରେ ବିସ୍ଫୋରଣ ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍‌ ଜଗନ ମୋହନ ରେଡ୍ଡୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହ ଆହତଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ଦେବାକୁ ଅଧିକାରୀନଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭାରେ ସିଟ୍‌ ପରିବର୍ତ୍ତନକୁ ନେଇ କ୍ରୋଧିତ ହେଲେ ସଞ୍ଜୟ: ଭେଙ୍କିୟାଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୨୦।୧୧: ସଂସଦରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ବୁଧବାର ଅଧିବେଶନର ତୃତୀୟ ଦିନ ହୋଇଥିବା ବେଳେ ଗୃହରେ ଏନ୍‌ଆରସି, ପ୍ରଦୂଷଣ ଓ ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ...

ଭାରତୀୟ ହେଲେ ୟାହୁର ନିର୍ଦ୍ଦେଶକ

ଓ୍ବାଶିଂଟନ,୨୯।୨: ଆମେରିକାର ସିଲିକନ ଭ୍ୟାଲି ସ୍ଥିତ ୟାହୁ ଡଟ୍‌ ଇନ୍‌ର ନିର୍ଦ୍ଦେଶକ ଭାବେ ଜଣେ ଭାରତୀୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଗୋରଖପୁରର...

ଥମିବାର ନାଁ ଧରୁନି ସଂକ୍ରମଣ…

ନୂଆଦିଲ୍ଲୀ,୧୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...

‘ମୁଁ ସବୁବେଳେ ଭାଜପା ସହ ରହିଛି, ଯଦି…’: ଟିଏମସି ବିଧାୟକ ମୁକୁଲ ରାୟ

କୋଲକାତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ତ୍ରୁଣମୂଳ କଂଗ୍ରେସର ବିଧାୟକ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ମୁକୁଲ ରାୟ କହିଛନ୍ତି, ମୁଁ ସବୁବେଳେ ଭାରତୀୟ ଜନତା...

ଏସ୍‌ଏନ୍‌ ଶ୍ରୀବାସ୍ତବ ହେଲେ ଦିଲ୍ଲୀର ନୂଆ ପୋଲିସ କମିଶନର

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀରେ ହିଂସା ଓ ଉତ୍ତେଜନା ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦିଲ୍ଲୀର ନୂଆ ପୋଲିସ କମିଶନରଙ୍କୁ ନିଯୁକ୍ତି ଦେଇଛନ୍ତି। ୧୯୮୫ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା...

ପ୍ରତି ଭାରତୀୟଙ୍କ ସ୍ବର ହେଉଛନ୍ତି ଭାରତ ମାତା: ରାହୁଲ…

ନୂଆଦିଲ୍ଲୀ,୧୫।୮ : ୭୭ ତମ ସ୍ବାଧୀନତା ଦିବସ ଅବସରରେ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଦେଶର ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଭାରତ ମାତାଙ୍କୁ ପ୍ରତ୍ୟେକ...

ଏପ୍ରିଲ୍‌ ୮ ସୁଦ୍ଧା ଭାରତରେ ପହଞ୍ଚିବ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌: ବୁନ୍ଦାଏ ରକ୍ତରୁ ମାତ୍ର ୧୫ ମିନିଟ୍‌ରେ ଚିହ୍ନଟ ହେବେ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୬।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌(ଆଇସିଏମ୍‌ଆର୍‌)ଅଣ୍ଟା ଭିଡ଼ିଛି। କିଭଳି କମ୍‌ ସମୟ ମଧ୍ୟରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ...

କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ହେବ ୪ ପ୍ରତିଶତ ବୃଦ୍ଧି !…

କୋଲକାତା,୨।୯ : କେନ୍ଦ୍ର ସରକାରରେ ଏକ କୋଟିରୁ ଅଧିକ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି। ଜୁଲାଇ ୧ ରୁ ମହଙ୍ଗା ଭତ୍ତା...

Advertisement
Archives

Model This Week