ରାଜ୍ୟରେ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ମୟୂରଭଞ୍ଜରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri